Posted inଜାତୀୟ

‘ସିତ୍ରାଙ୍ଗ’ର ତାଣ୍ଡବ ବାଂଲାଦେଶରେ ୭ ମୃତ, ମେଘାଳୟରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୨୫ ।୧୦: ବଙ୍ଗୋପସାଗରେ ସୃଷ୍ଟ ଘୁର୍ଣ୍ଣିବଳୟ ‘ସିତ୍ରାଙ୍ଗ’ର ପ୍ରଭାବ ପଶ୍ଚିମବଙ୍ଗରେ ଧୀରେ ଧୀରେ ଦେଖିବାକୁ ମିଳିଛି । କୋଲକାତା ସମେତ କିଛି ଜିଲାରେ ମେଘୁଆ ପାଗ ରହିଥିବା ବେଳେ ପୂର୍ବ ମେଦିନାପୁରର କିଛି ସ୍ଥାନରେ ହାଲକା ବର୍ଷା ବି ହୋଇଛି । ଅନୁମାନ କରାଯାଇଛି କି ‘ସିତ୍ରାଙ୍ଗ’ ସୁନ୍ଦରବନ ଅଞ୍ଚଳରେ ତାଣ୍ଡବ ରଚିପାରେ ।
ବାଂଲାଦେଶରେ ସିତ୍ରାଙ୍ଗ’ ପହଞ୍ଚିବା ପରେ ସେଠାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ହଜାର ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ପଠାଇ ଦିଆଯାଇଛି । ମିଳିଥିବା ସରକାରୀ ସୂଚନା ଅନୁଯାୟୀ, ବରଗୁନା, ନରୈଲ, ସିରାଜଗଞ୍ଜ ଓ ଭୋଲା ଦ୍ୱିପ ଜିଲାରେ ଅତି କମରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ‘ସିତ୍ରାଙ୍ଗ’ ପ୍ରଭାବରେ ମେଘାଳୟର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ଅନୁମାନ କରାଯାଇଥିବାରୁ ଏଠାରେ ହାଇ ଆଲର୍ଟ ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?