ଅଧିକ ଘନୀଭୂତ ହେଉଛି ଲଘୁଚାପ

ଭୁବନେଶର,୭।୫(ବ୍ୟୁରୋ): ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହେବାରେ ଲାଗିଛି। ବର୍ତ୍ତମାନ ଏହା ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛିି। । ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆଣ୍ଡାମାନ ସାଗରରେ ସ୍ପଷ୍ଟ ଭାବେ ଦୃଶ୍ୟ ହେଉଥିବା ଲଘୁଚାପ ଆଗାମୀ ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବା ପରେ ରବିବାର ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବାର ଆଶଙ୍କା ରହିଛି। ଏହି ବାତ୍ୟା କ୍ରମଶଃ ଉତ୍ତର-ପଶ୍ଚିମ ଦିଗରେ ଗତି କରି ମେ ୧୦ ତାରିଖ ସୁଦ୍ଧା ଆନ୍ଧ୍ର-ଓଡ଼ିଶା ଉପକୂଳ ଛୁଇଁବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମ୍ଳଜାନ ସ୍ତର କମିବା ଯୋଗୁ ଅଧିକାଂଶ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେଉଛି: ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ, ୧।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମରେ ସବୁ ପ୍ରବେଶ, ପ୍ରସ୍ଥାନ ପଥ ବନ୍ଦ ରହିବ। ଗ୍ରାମାଞ୍ଚଳରୁ ସହରାଞ୍ଚଳକୁ ପ୍ରବେଶ ଉପରେ କଟକଣା...

ଆଜିଠୁ ହୋଲ୍ଡିଂ ଟ୍ୟାକ୍ସ ଆଦାୟ କରିବେ କିନ୍ନର

ଭୁବନେଶ୍ୱର,୭।୨(ବ୍ୟୁରୋ): ବକେୟା ପଡ଼ିଥିବା ହୋଲ୍ଡିଂ ଟ୍ୟାକ୍ସ ଆଦାୟ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କିନ୍ନରମାନଙ୍କୁ ନିଯୁକ୍ତ କରିଛି। ଇତିମଧ୍ୟରେ ସେମାନଙ୍କୁ ସ୍ବତନ୍ତ୍ର ତାଲିମ୍‌ ଦିଆଯାଇଥିବାବେଳେ...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୩ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ...

ଶିକ୍ଷକ କରୋନା ଚିହ୍ନଟ ପରେ ହାଇସ୍କୁଲରେ ପଡ଼ିଲା ତାଲା

ଭବାନୀପାଟଣା,୨୫।୩: ଭବାନୀପାଟଣା ଟାଉନ୍‌ ହାଇସ୍କୁଲର ଜଣେ ଶିକ୍ଷକ କୋଭିଡ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ପ୍ରଶାସନ ପକ୍ଷରୁ ସ୍କୁଲର ସମସ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ହୋମ୍‌ ଆଇସୋଲେଶନ୍‌ରେ...

ଆକ୍ସନ ମୁଡ୍‌ରେ ଗଞ୍ଜାମ ଜିଲାପାଳ: ସାଇକେଲରେ ବୁଲି ତଦାରଖ କରୁଛନ୍ତି ସଫେଇ କାର୍ଯ୍ୟ, ବାହାରେ ପ୍ଲାଷ୍ଟିକ୍‌ ପକାଇଥିବାରୁ ମଦଦୋକାନକୁ ୧ ଲକ୍ଷ ଜରିମାନା

ବ୍ରହ୍ମପୁର ଅଫିସ,୧୨ା୩-ବ୍ରହ୍ମପୁର ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବାକୁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଜିରୋ ସ୍ବିପିଂ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ମାର୍ଚ୍ଚ ୧ରୁ...

୬୨୭ ସଂସ୍ଥାର ଜଳକର ବକେୟା ୩୯୩୬.୮୬ କୋଟି

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ, ଦ୍ରୁତ ଶିଳ୍ପାୟନ ଓ ସହରୀକରଣ କାରଣରୁ ରାଜ୍ୟର ଅଧିକାଂଶ ନଦୀରେ ଜଳ ପ୍ରବାହ ହ୍ରାସ ପାଇବାରେ ଲାଗିଛି। ୨୦୫୦ ବେଳକୁ ରାଜ୍ୟରେ...

ଘରେ ବସି କିଣିହେବ ଆଦିବାସୀ ସାମଗ୍ରୀ

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଆସନ୍ତା ୨୬ ତାରିଖଠାରୁ ୟୁନିଟ୍‌-୧ସ୍ଥିତ ଆଦିବାସୀ ପଡ଼ିଆରେ ହେବାକୁ ଥିବା ଆଦିବାସୀ ମେଳା-୨୦୨୧ ପାଇଁ ଏକ ପ୍ରସ୍ତୁତି ବୈଠକ ଶନିବାର ଆଦିବାସୀ ପଡ଼ିଆଠାରେ ଅନୁଷ୍ଠିିତ...

ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ଲିକ୍‌ ମାମଲା: ଆଉ ୮ ଗିରଫ

ବାଲେଶ୍ୱର,୬।୮(ମାନସ ବିଶ୍ୱାଳ)ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ(ଓଏସ୍‌ଏସ୍‌ସି) ଦ୍ୱାରା ପରିଚାଳିତ ଜେଇଇ ସିଭିଲ୍‌ ମେନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ମାମଲାରେ ସମ୍ପୃକ୍ତ ଆଉ ୮ଜଣଙ୍କୁ ପୋଲିସ ଗିରଫ...

Advertisement
Archives

Model This Week