୯ରେ ବତ୍ୟା ସମ୍ଭାବନା: ଲଘୁଚାପ ପରେ ଗତିପଥ ହେବ ସ୍ପଷ୍ଟ

ଭୁବନେଶ୍ୱର,୩।୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୬ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ପରେ ଏହା ୭ତାରିଖରେ ଲଘୁଚାପ ରୂପ ନେଇ ୮ତାରିଖରେ ଅବପାତରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି। ୯ ତାରିଖରେ ବାତ୍ୟା ସମ୍ଭାବନା ରହିଛି । ଏହା ଉତ୍ତର ଦିଗକୁ ଯାଇ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମୁହାଁଇବ । ଗତି କରିବା ପରେ ଆହୁରି ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି । ତେବେ ଲଘୁଚାପ ସୃଷ୍ଟି ପରେ ଏହାର ଗତିପଥ ସ୍ପଷ୍ଟ ହେବ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri