ସତ ହେଉଛି ପଞ୍ଜିକା ଗଣନା! ଭାଇରାଲ ହେଉଛି ଖଡିରତ୍ନ ପଞ୍ଜିକାର ପୃଷ୍ଠା, ଏହି ସବୁ ଅଞ୍ଚଳରେ ହେବ…

ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗ ମୁହାଁ ହେବ। ଆସନ୍ତାକାଲି ଅର୍ଥାତ୍‌ ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ସମୟରେ ଅସଲି ଖଡିରତ୍ନ ପଞ୍ଜିକାର ପୃଷ୍ଠା ଭାଇରାଲ ହେଉଛି।
ପଞ୍ଜିକାରେ ଅକ୍ଟୋବରରେ ବାତ୍ୟା ନେଇ ଉଲ୍ଲେଖ ରହିଛି। ଏପରିକି କେଉଁ ତାରିଖରେ ବାତ୍ୟା ହେବ ଏବଂ କେଉଁ କେଉଁ ଅଞ୍ଚଳ ପ୍ରଭାବିତ ହେବ ତାହା ମଧ୍ୟ ପଞ୍ଜିକାରେ ଗଣନା କରାଯାଇଥିଲା।

ଖଡିରତ୍ନ ପଞ୍ଜିକାରେ ପାଣିପାଗ ସମ୍ପର୍କରେ ଯାହା ଗଣନା ଅନୁସାରେ, ରାଜ୍ୟର ଉପକୂଳ ଅଞ୍ଚଳ ପୁରୀ, କଟକ, ଗୋପାଳପୁର, କୋଣାର୍କ, ଅସ୍ତରଙ୍ଗ, ଯାଜପୁର, ଭୁବନେଶ୍ବର, ନୟାଗଡ, କାକଟପୁର, ନିଆଳି ଆଦି ଅଞ୍ଚଳରେ ଘୁର୍ଣ୍ଣିବାତ୍ୟା ପ୍ରଚଣ୍ଡ ବାୟୁ ପ୍ରବାହ ସହ ସାମୁଦ୍ରିକ ଝଡ ମହାବାତ୍ୟା ଭଳି ଭୟଙ୍କର ପରିସ୍ଥିତି ସୃଷ୍ଟି ହେବ । ଯାହାର ପୃଷ୍ଠା ଏବେ ବେଶ୍‌ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri