Posted inଜାତୀୟ

ଦୁର୍ବଳ ହେଲା ‘ଗୁଲାବ’ର ତାଣ୍ଡବ: ଶ୍ରୀକାକୁଲମରେ ମତ୍ସଜୀବି ନିଖୋଜ

ବିଶାଖାପାଟନମ,୨୭ ।୯: ବାତ୍ୟା ‘ଗୁଲାବ’ ଓଡ଼ିଶା ଓ ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍ କରିବା ପରେ ଏବେ ଏହା ଦୁର୍ବଳ ହୋଇଯାଇଛି । ରବିବାର ସନ୍ଧ୍ୟାରେ ଏହା ସ୍ଥଳଭାଗ ଛୁଇଁବା ପରେ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବୋହିଥିଲା । ଏହାର ଲ୍ୟାଣ୍ଡଫଲ ପ୍ରକ୍ରିୟା ସନ୍ଧ୍ୟା ପ୍ରାୟ ୬ଟାରୁ ଆରମ୍ଭ ହୋଇ ୩ଘଣ୍ଟା ଧରି ଜାରି ରହିଥିଲା । ଏହା ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ ଓ ଓଡିଶାର ଗୋପଳପୁର ଦେଇ ଗତି କରିଥିଲା । ପାଣିପାଗ ବିଭାଗ ହାଇ ଆଲର୍ଟ ଜାରି କରିଥିବା ବେଳେ ଏନ୍‌ଡିଆର୍‌ଏଫ୍ ଓ ଏସ୍‌ଡିଆର୍‌ଏଫ୍ ଟିମ୍‌କୁ ମୁତୟନ କରାଯାଇଥିଲା । ଜିଲା ପ୍ରଶାସନକୁ ବି ସଜାଗ ରହିବାକୁ କୁହାଯାଇଥିଲା । ରବିବାର ରାତି ପର୍ଯ୍ୟନ୍ତ ଓଡ଼ିଶାର ପ୍ରାୟ ୩୯ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା । ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲାରେ କେତେଜଣ ମତ୍ସଜୀବି ସମୁଦ୍ରରୁ ଫେରିବା ସମୟରେ ଉଚ୍ଚ ଲହରୀରେ ଡଙ୍ଗା ମାଡ ହୋଇ ଓଲଟିବା ଫଳରେ ସେମାନେ ନିଖୋଜ ହୋଇ ଯାଇଥିବା ଜଣାପଡିଛି । ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?