Posted inଜାତୀୟ

ସିଲିଣ୍ଡର ବିସ୍ଫୋରଣ: ୫ ଜୀବନ୍ତ ଦଗ୍ଧ

ପାଟନା,୧୫।୩: ବିହାରର କିଶନଗଞ୍ଜ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ସୋମବାର ସିଲିଣ୍ଡର ବିସ୍ଫୋରଣରେ ଗୋଟିଏ ପରିବାରର ୫ ଜଣ ସଦସ୍ୟ ଜୀବନ୍ତ ଦଗ୍ଧ ହୋଇଛନ୍ତି। ରୋଷେଇ ଘରେ ଚୁଲୀ ପାଖରେ ସିଲିଣ୍ଡର ରଖାଯାଇଥିଲା। ଚୁଲୀରୁ ନିଆଁ ସିଲିଣ୍ଡରରେ ଲାଗିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ପିତା ଏବଂ ୪ ସନ୍ତାନ ରହିଛନ୍ତି। ଅପରପକ୍ଷରେ ମାତା ଶାହାଜାଦୀ ବାନୋ ଗୁରୁତର ଆହତ ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ରାତିରେ କାଠ ଚୁଲାରେ ଖାଦ୍ୟ ରନ୍ଧା ସରିବା ପରେ ପରିବାର ସଦସ୍ୟମାନେ ଖାଇ ନିଦରେ ଶୋଇ ପଡ଼ିଥିଲେ। ତେବେ କାଠ ଚୁଲାର ନିଆଁ ସମ୍ପୂର୍ଣ୍ଣ ଲିଭି ନ ଥିବାରୁ ଏଭଳି ଘଟିଥିବା ଆଶଙ୍କା କରାଯାଉଥିବା ପୋଲିସ ପକ୍ଷରୁ କୁହାଯାଇଛି। ବିସ୍ଫୋରଣରେ ଘରେ ନିଆ ଲାଗିଯାଇଥିଲା ନିଦରେ ଶୋଇଥିବା ଅବସ୍ଥାରେ ମୃତକମାନେ ଜୀବନ୍ତ ଜଳି ଯାଇଥିଲେ। ମୃତକଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଏଡାରେ କରୋନାଜନିତ ପ୍ରଥମ ମୃତ୍ୟୁ

ନଏଡା,୪।୫: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଉତ୍ତରପ୍ରଦେଶ...

କରୋନା ଯୋଗୁ ୭ ବର୍ଷ ତଳେ ହଜିଥିବା ପୁଅକୁ ଫେରିପାଇଲେ ପରିବାର ଲୋକେ

ଛପରା,୭।୪: କରୋନା ଭାଇରସ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବା ବେଳେ ବିହାରର ଛପରା ଜିଲାରେ ଥିବା ଏକ ପରିବାର ପାଇଁ କିନ୍ତୁ ଖୁସିର...

ଆତ୍ମସମର୍ପଣ କଲେ ଆଶିଷ ମିଶ୍ରା

ଲକ୍ଷ୍ନୌ,୨୪।୪: ଲଖିମପୁର ଖେରି ହିଂସା ମାମଲାରେ ସୁପ୍ରିମକୋର୍ଟ ତାଙ୍କ ଜାମିନ ଆଦେଶକୁ ଖାରଜ କରିବା ପରେ ଅଭିଯୁକ୍ତ ଆଶିଷ ମିଶ୍ରା ରବିବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କୁ...

ସମସ୍ତ ମହିଳା ତଥା ମୋ ମାଆଙ୍କର ଅପମାନ କରିଛନ୍ତି ନୀତୀଶ, ମୋଦିଙ୍କର ଅଛନ୍ତି ୬ ଭାଇ-ଭଉଣୀ: ତେଜସ୍ୱୀ

ପାଟନା,୨୭ ।୧୦: ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ କାଉଣ୍ଟ ଡାଉନ ଆରମ୍ଭ ହୋଇଯାଇଛି । ହେଲେ ଏହାରି ଭିତରେ ରାଜନୈତିକ...

ଅନ୍ନଦାତାଙ୍କ ପ୍ରତି ମୋଦି-ଶାହାଙ୍କର ନାହିଁ ଦରଦ: ସଞ୍ଜୟ ରାଉତ

ମୁମ୍ବାଇ,୮।୧୨: ଦେଶବ୍ୟାପୀ ଅନ୍ନଦାତାଙ୍କ ପକ୍ଷରୁ ଜାରି ରହିଥିବା ଆନ୍ଦୋଳନ ନେଇ ଶିବସେନା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ୍‌ କରାଯାଇଛି।...

କେରଳ ରାଜ୍ୟପାଳ କରୋନା ପଜିଟିଭ

ଥିରୁଭାନନ୍ତପୁରମ,୭ ।୧୧: କେରଳର ରାଜ୍ୟପାଳ ଆରିଫ ମହମ୍ମଦ ଖାଁ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି...

୧୦୭ ଫୁଟର ରାବଣରେ ଅଗ୍ନି ସଂଯୋଗ କଲେ ମୋଦି

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିଲ୍ଲୀର ଦ୍ୱାରକା ଶ୍ରୀରାମଲିଳା କମିଟି ମଞ୍ଚରେ ରାବଣ ଦେହରେ ଅଗ୍ନିସଂଯୋଗ କରିଛନ୍ତି । ୧୦୭ ଫୁଟର ରାବଣକୁ ମୋଦି...

ଶ୍ରୀକୃଷ୍ଣଙ୍କ ହାତରେ କାହିଁକି ଥାଏ ବଂଶୀ

ଆସୁଛି ଜନ୍ମାଷ୍ଟମୀ। ଭଗବାନ୍‌ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବକୁ ସାରା ଦେଶରେ ଖୁବ୍‌ ଆଡ଼ମ୍ବର ସହକାରେ ପାଳନ କରାଯିବାକୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ତେବେ ଶ୍ରୀକୃଷ୍ଣଙ୍କ...

Advertisement
Archives

Model This Week