କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ

କଟକ ଅଫିସ,୧୭।୫ : ଡି ବ୍ରଦର୍ସ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତ ମଙ୍ଗଳବାର କୋର୍ଟରେ ହାଜର ହୋଇଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଉଭୟଙ୍କୁ କଟକ ଜିଲା ଓ ଦୌରାଜଜ କୋର୍ଟରେ ହାଜର କରାଯାଇଛି।
ସୂଚନାନୁଯାୟୀ, ଦିପୁ -ଓମ ହତ୍ୟା ମାମଲାରେ ସୋମବାର କୋର୍ଟରେ ଶୁଣାଣି ହେବାର ଥିଲା । ହେଲେ କୋର୍ଟ ରେଫେରାନ୍ସ ହୋଇଥିବାରୁ ମଙ୍ଗଳବାର ଏହାର ଶୁଣାଣି କରାଯିବ। ଏହି ଘଟଣାରେ ଆଜି ଶେଷ ସାକ୍ଷ୍ୟ ଗ୍ରହଣ ବୋଲି ଜଣାପଡିଛି। ବହୁ ଚର୍ଚ୍ଚିତ ଖୁଣ୍ଟକଟା ଫାର୍ମ ହାଉସରେ ଦିପୁ ଓ ଓମଙ୍କୁ ପିଟି ପିଟି ହତ୍ୟା କରାଯିବା ପରେ ସେମାନଙ୍କ ମୃତଦେହ ଝାଡ଼ଖଣ୍ଡରେ ପୋଡି ଦେଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ତତ୍କାଳୀନ ଚାଉଳିଆଗଞ୍ଜ ଥାନାଧିକାରୀ ଘଟଣାର ତଦନ୍ତ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

କେମିକାଲ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ

ଜୟପୁର,୧୬ା୨:  ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ସୂଚନା ପାଇ ଅଧ ଡଜନ ଦମକଳ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri