ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ୨୧ ପ୍ଲଟ୍‌, ବିପୁଳ ସମ୍ପତ୍ତି ଠାବ

ଭୁବନେଶ୍ୱର,୧୬।୪: ଅନୁଗୁଳ ଜିଲାର ଆଠମଲ୍ଲିକ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କ ଘର ତଲାସୀ ସମୟରେ ୨୧ ଟି ମୂଲ୍ୟବାନ ପ୍ଲଟ୍, ୩୨୬ ଗ୍ରାମ ଓଜନର ସୁନା ଅଳଙ୍କାର, ୧.୦୬ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ୟାଙ୍କ ଜମା ଏବଂ ତାଙ୍କ ଆୟ ତୁଳନାରୁ ଅଧିକ ସମ୍ପତ୍ତି ଠାବ କରାଯାଇଛି।

୮ଟି ସ୍ଥାନରେ ଚାଲିଥିବା ସନ୍ଧାନରେ, ଶତପଥୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କ ନାମରେ କୋଟି କୋଟି ଟଙ୍କାର ସ୍ଥାବର ଏବଂ ଅସ୍ଥାବର ସମ୍ପତ୍ତି ଏପର୍ଯ୍ୟନ୍ତ ଠାବ କରାଯାଇଛି।

୧) ପ୍ରାୟ ୫୦୦୦ ବର୍ଗଫୁଟ ଅଂଚଳରେ ୨ମହଲା କୋଠା ।
୨) କଟକର ବାରଙ୍ଗରେ ୧ ଏବଂ ଅନ୍ୟ ୨୦ ଟି ପ୍ଲଟ ସମେତ ୨୧ ଟି ମୂଲ୍ୟବାନ ପ୍ଲଟ ।
୩) ଜୁନାଗଡ଼ର ସିଏଚସି ମେଡିକାଲ୍ ଅଫିସର ରାମଚନ୍ଦ୍ର ଶତପଥୀଙ୍କ ଜ୍ୱାଇଁଙ୍କ ଘର ଖୋଜାଖୋଜି ସମୟରେ ୨୩.୯୫ ଲକ୍ଷ ଟଙ୍କା ନଗଦ ଉଦ୍ଧାର କରାଯାଇଛି। ପାଣ୍ଠିର ଉତ୍ସ ଜାଣିବା ପାଇଁ ଉଭୟଙ୍କୁ ପଚରାଉଚରା କରାଯାଉଛି।
୪) ୩୫୦ ଗ୍ରାମ ସୁନା ଅଳଙ୍କାର।
୫) ୧,୦୬,୬୬,୪୭୫/- ଟଙ୍କା ମୂଲ୍ୟର ବ୍ୟାଙ୍କ, ଡାକ ଏବଂ ବୀମା ଜମା।
୬) ୨ଟି ଚାରି ଚକିଆ ଯାନ (ରାମ ଚନ୍ଦ୍ର ସତପଥୀଙ୍କ ନାମରେ ହୋଣ୍ଡା ଜାଜ୍
ଏବଂ ତାଙ୍କ ଜ୍ୱାଇଁଙ୍କ ନାମରେ ହୁଣ୍ଡାଇ i20) ଏବଂ ୨ଟି ଦୁଇ ଚକିଆ ଯାନ।
୭) ୧୭.୩୧ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ଘରୋଇ ସାମଗ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri