ବିବାହ ବନ୍ଧନରେ ବାନ୍ଧି ହେବେ ସୋନାକ୍ଷୀ

ମୁମ୍ବାଇ: ବଲିଉଡ୍‌ରେ ବିବାହ ଋୁତୁ ଆରମ୍ଭ ହୋଇ ଯାଇଛି । ନିକଟରେ କିଛି ସେଲିବ୍ରିଟି ହାତକୁ ଦି’ ହାତ ହୋଇଛନ୍ତି। ଆଉ କିଛି ସେଲିବ୍ରିଟିଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରିଛି । ତେବେ ଏହି ଲିଷ୍ଟରେ ଏବେ ଅଭିନେତ୍ରୀ ସୋନାକ୍ଷୀ ସିହ୍ନାଙ୍କ ନାଁ ଯୋଡି ହୋଇଛି । ସେ ଖୁବଶୀଘ୍ର ଭାଇଜାନ ସଲମାନ ଖାନ୍‌ଙ୍କ ଘରର ବୋହୂ ହେବାକୁ ଯାଉଛନ୍ତି ବୋଲି କୁହାଯାଉଛି।

ସଲମାନ ଖାନଙ୍କ ସମ୍ପର୍କୀୟ ତଥା ସେଲିବ୍ରିଟି ମ୍ୟାନେଜର ବଣ୍ଟି ସାଜଦେହଙ୍କୁ ସୋନାକ୍ଷୀ ବିବାହ କରିବେ । ଦୁହେଁ ଦୀର୍ଘ ଦିନ ଧରି ଡେଟ୍‌ କରୁଛନ୍ତି । ଆଉ ଏବେ ସେମାନେ ବିବାହ କରିବାକୁ ଯାଉଛନ୍ତି ବୋଲି ଶୁଣିବାକୁ ମିଳିଛି।
କିନ୍ତୁ ଦୁହେଁ ଏ ବିଷୟରେ ଖୋଲାଖୋଲି ଭାବେ ମିଡିଆ ସାମ୍ନାରେ କେବେ ଖୁଲାସା କରି ନାହାନ୍ତି । ହେଲେ ଉଭୟେ ଅନେକ ସେଲିବ୍ରିଟି ପାର୍ଟିରେ ଏକାଠି ନଜର ଆସିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ଏହି ସବୁ ଜିଲାରେ ୨୪ ଘଣ୍ଟାରେ…

ଭୁବନେଶ୍ୱର, ୧୩।୭: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର,…

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

ବଲାଙ୍ଗୀର ସହରର ବ୍ୟବସାୟୀଙ୍କ ମିଳୁନି ପତ୍ତା : କଲ୍ କଲେ ଫୋନ ସ୍ୱିଚ୍‌ ଅଫ୍‌

ବଲାଙ୍ଗୀର, ୧୩।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପ୍ୟାଲେସ ଲାଇନ୍ ଅଞ୍ଚଳର ବାସିନ୍ଦା ତଥା ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାରଠାରୁ ନିଖୋଜ ଥିବା ନେଇ ଅଭିଯୋଗ…

ଅସୁସ୍ଥ ମା’, ଗ୍ରୁପ୍ ଋଣ ଚିନ୍ତାରେ ଏମିତି କାଣ୍ଡ କରିଦେଲେ ପୁଅ

ଭଞ୍ଜନଗର,୧୩।୭ (ବାବୁଲା ପ୍ରଧାନ): ଆର୍ଥିକ ଅନାଟନରେ ପଡ଼ି ମଣିଷ ଅନେକ ସମୟରେ ଭୁଲ ପଦକ୍ଷେପ ନେଇଥାଏ। ପରବର୍ତ୍ତୀ ସମୟରେ ତାହାର ପରିଣାମ ଭୟାବହ ହୋଇଥାଏ। ଏଭଳି ଏକ…

କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ, ରଥଯାତ୍ରାରେ ଦେବେ ଯୋଗ

ଦାରିଙ୍ଗବାଡ଼ି, ୧୩।୭ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ  ୨ ଦିନିଆ ଦାରିଙ୍ଗବାଡି ଗସ୍ତ  କାର୍ଯ୍ୟକ୍ରମ ରହିଛି | ଏହାକୁ ନେଇ କନ୍ଧମାଳ ଜିଲାର…

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି: ଆମରଣ ଅନଶନରେ ସରପଞ୍ଚ ଚାମେଲୀ ଓଝା

ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri