ମୁମ୍ବାଇରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୯ା୮(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଭୀମପୁର ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃତ୍ୟୁ ଘଟିଛି। ସେ ହେଲେ ଲୋକନାଥ ସାହୁ (୫୫)। ଲୋକନାଥ ମୁମ୍ବାଇରେ ପରିବାର ସହ ରହୁଥିଲେ। ଗତ ୬ ତାରିଖରେ ଅସୁସ୍ଥତା ଯୋଗୁ ତାଙ୍କର ମୃତ୍ୟୁ ହୋଇଥିଲା। ମୃତ୍ୟୁ ପରେ ସ୍ବାବ୍‌ ପରୀକ୍ଷା କରାଯାଇଥିବା ବେଳେ ୭ ତାରିଖରେ ରିପୋର୍ଟ ନେଗେଟିଭ ଆସିଥିଲା। ସେଠାରେ ମୃତଦେହ ସଂସ୍କାର କରି ସ୍ତ୍ରୀ, ପୁଅ, ଭାଇ ପ୍ରମୁଖ ୭ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଶନିବାର ଟ୍ରେନ୍‌ ଯୋଗେ ଗାଁକୁ ଆସିଛନ୍ତି। କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ନ ରହି ସମସ୍ତେ ଘରେ ଅଛନ୍ତି। ଲୋକନାଥଙ୍କ ମୃତ୍ୟୁ ଖବର ପାଇ ବନ୍ଧୁ ପରିଜନ ମଧ୍ୟ ଘରକୁ ଆସୁଛନ୍ତି। କରୋନା ହଟ୍‌ସ୍ପଟ୍‌ ମୁମ୍ବାଇରୁ ପରିବାର ଲୋକେ ଆସିଥିବାରୁ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି।
ତେବେ ଏ ନେଇ ସରପଞ୍ଚ କିମ୍ବା ଅନ୍ୟ କେହି ଅବଗତ କରାଇ ନାହାନ୍ତି ବୋଲି ବିଡିଓ ପ୍ରକାଶ ଚନ୍ଦ୍ର ଦାସ କହିଛନ୍ତି। ଏବେ ଖବର ପାଇଲୁ, ତୁରନ୍ତ ସେମାନଙ୍କ ସ୍ବାବ୍‌ ପରୀକ୍ଷା କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

ମଦ ଦୋକାନକୁ ନେଇ ଅସନ୍ତୋଷ:  ବିରୋଧ, ରାସ୍ତାରୋକୋ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି।…

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବସ୍ତା, ୮।୭( ହରିଶଙ୍କର ପାଢ଼ୀ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼ ଦୁର୍ଘଟଣା…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri