ରାଜକୋଟ୍‌ରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ରୋଜଗାରିଆ ପୁଅକୁ ହରାଇ ଭାଙ୍ଗିପଡ଼ିଲା ପରିବାର

କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): ରାଜକୋଟ୍‌ ସହରରେ ରହି ଦାଦନ ଶ୍ରମିକ (ଦିନମଜୁରିଆ) ଭାବେ କାମ କରୁଥିବା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରେଗଡ଼ା ପଞ୍ଚାୟତ ଯୋଗିପଲା ଗ୍ରାମର ଆକାଶ ଛତ୍ରିଆ (୨୬)ଙ୍କ ସୋମବାର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ପରିବାରବର୍ଗ ଖବର ପାଇବା ପରେ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟିହୋଇଛି। ତେବେ ବୁଧବାର ଗାଁକୁ ଶବ ଫେରିବାକୁ ଥିବା ପରିବାର ଲୋକେ କହିଛନ୍ତି। ଆକାଶ ପରିବାରର ଏକମାତ୍ର ରୋଜଗାରିଆ ହୋଇଥିବା ବେଳେ ଏବେ ୪ବର୍ଷ ଓ ୨ବର୍ଷର ୨ ଝିଅଙ୍କ ସହ ସ୍ତ୍ରୀ ଓ ମା’ବାପା ଅସହାୟ ହୋଇପଡିଛନ୍ତି। ଏହି ପରିବାରକୁ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ଯୋଗାଇଦେବା ପାଇଁ ସାଧାରଣରେ ଦାବି ହେଉଛି। ଏ ନେଇ ସ୍ଥାନୀୟ ସରପଞ୍ଚ ଦୀପ୍ତିରାଣୀ ସାହୁଙ୍କୁ ଯୋଗାଯୋଗ କରାଯିବାରୁ ଏହି ପରିବାର ପାଇଁ ସରକାରଙ୍କ ପକ୍ଷରୁ ଯାହାସବୁ ସୁବିଧା ଥିବ ଯୋଗାଇବାକୁ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri