ବାହାର ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ରାଇଘର, ୧୧।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଛେଳିଡଙ୍ଗରି ପଞ୍ଚାୟତ ଚିତ୍ରକୋଟ ଗ୍ରାମର ହିରାମନ ଗଣ୍ଡଙ୍କ ପୁଅ ନବି ଗଣ୍ଡ (୨୫) ତାମିଲନାଡୁର କାଞ୍ଚତ୍ପୁରମରେ ଦାଦନ ଖଟିବାକୁ ଯାଇଥିଲେ। ରେଳଲାଇନ୍‌ ଅତିକ୍ରମ କରିବା ସମୟରେ ଟ୍ରେନ ଧକ୍କାରେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ତାମିଲନାଡୁରେ ଥିବା ତାଙ୍କ ସମ୍ପର୍କୀୟ ଭାଇ ସେଠାରେ ନବିଙ୍କର ଅନ୍ତିମ ସଂସ୍କାର କରିଥିଲେ। ଗାଁରେ ଏବେ ଶୋକାକୂଳ ପରିବେଶ। ଖବର ପାଇ ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ଗାଁରେ ପହଞ୍ଚତ୍ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଶ୍ରମ ବିଭାଗ ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି ।
ରାଇଘର ବ୍ଲକରେ ଦାଦନ ସମସ୍ୟା ଏକ ସମ୍ବେଦନଶୀଳ ପ୍ରସଙ୍ଗ ହୋଇଥିବା ବେଳେ ଏଠାକାର ଯୁବପିଢି ନାନା ସମସ୍ୟାରେ ଗତିକରି ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ମୃତ୍ୟୁ ମୁଖରେ ପଡୁଛନ୍ତି। ଏଭଳି ଘଟଣା ବାରମ୍ବାର ଘଟୁଥିଲେ ମଧ୍ୟ ଦାଦନ ଚାଲାଣ ହ୍ରାସ ପାଉନାହିଁ। ରାଜ୍ୟ ସରକାର ଏହା ଉପରେ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri