Posted inଜାତୀୟ

ଦୁଇବର୍ଷ ପରେ ମୁମ୍ବାଇରେ ପାଳନ ହେବ ଦହି ହାଣ୍ଡି, ମୁଖ୍ୟମନ୍ତ୍ରୀ କହିଲେ ସାହସିକ ଖେଳ

ମୁମ୍ବାଇ,୧୯ ।୮: ଦେଶର ଅଧିକାଂଶ ଭାଗରେ ଶୁକ୍ରବାର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳନ କରାଯାଉଛି । ଏମିତିତ ସାରା ଦେଶରେ ଜନ୍ମାଷ୍ଟମୀକୁ ଖୁବ ଧୁମଧାମରେ ପାଳନ କରାଯାଇଥାଏ । ହେଲେ ମୁମ୍ବାଇରେ ଏହି ଉତ୍ସବ ପାଳନର ବିଧି ଟିକେ ଅଲଗା । ଜନ୍ମାଷ୍ଟମୀ ଅବସରରେ ମୁମ୍ବାଇ ଓ ଏହାର ପାଖ ସହରରେ ଦହି ହାଣ୍ଡି ଉତ୍ସବ ପାଳନ କରାଯାଇଥାଏ ।
ଦୀର୍ଘ ୨ ବର୍ଷ ପରେ ଚଳିତ ବର୍ଷ ମୁମ୍ବାଇରେ ‘ଗୋବିନ୍ଦା ଆଲାରେ ଆଲା’ ଗୁଞ୍ଜରଣ ଶୁଣିବାକୁ ମିଳିବ । କାରଣ ହେଉଛି କରୋନା ମହାମାରୀ ଯୋଗୁ ଦୀର୍ଘ ଦୁଇ ବର୍ଷ ହେବ ଏହି ଉତ୍ସବ ପାଳନ ହୋଇ ପାରୁ ନ ଥିଲା । ମୁମ୍ବାଇରେ ପାଳନ କରାଯାଉଥିବା ଏହି ସାହସିକ ଖେଳପାଇଁ ବହୁ ଦିନରୁ ଅଭ୍ୟାସ କରାଯାଇଥାଏ ।
ମହାରାଷ୍ଟ୍ରରେ ଦହି ହାଣ୍ଡି ଖେଳକୁ ଏବେ ସାହସିକତା ଖେଳର ମାନ୍ୟତା ମିଳିଛି । ଗୁରୁବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନେ୍ଦ ଦହି ହାଣ୍ଡି ଖେଳକୁ ସାହସିକତା ଖେଳର ମାନ୍ୟତା ଦେବାକୁ ନିଷ୍ପତ୍ତି ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri