ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ : ଖୋର୍ଦ୍ଧାକୁ କାଟିଲା ବାଲେଶ୍ୱର

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୨୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୬ ହଜାର ୪୨୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲାରୁ ସର୍ବାଧିକ ୩୯୭ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୮୯, ବରଗଡ଼ରୁ ୨୧, ଭଦ୍ରକରୁ ୧୨୮, ବଲାଙ୍ଗୀରରୁ ୧୧, ବୌଦ୍ଧରୁ ୧୯, କଟକରୁ ୨୬୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬୭, ଗଜପତିରୁ ୧୮, ଗଞ୍ଜାମରୁ ୧୭, ଜଗତ୍‌ସିଂହପୁରରୁ ୧୩୨ ଯାଜପୁରରୁ ୧୬୨, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୨୦, କନ୍ଧମାଳରୁ ୧୫, କେନ୍ଦ୍ରାପଡ଼ାରୁ ୫୫, କେନ୍ଦୁଝରରୁ ୭୦ ଆକ୍ରାନ୍ତ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୬୫ କୋରାପୁଟରୁ ୬୧, ମାଲକାନଗିରିରୁ ୬୪, ମୟୂରଭଞ୍ଜରୁ ୧୫୫, ନବରଙ୍ଗପୁରରୁ ୨୦ , ନୟାଗଡ଼ରୁ ୯୨, ନୂଆପଡ଼ାରୁ ୮, ପୁରୀରୁ ୧୭୮, ରାୟଗଡ଼ାରୁ ୪୯, ସମ୍ବଲପୁରରୁ ୨୩ ସୁବର୍ଣ୍ଣପୁରରୁ ୨୫ ଓ ସୁନ୍ଦରଗଡ଼ରୁ ୨୮ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୭୩ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri