ଦୈନିକ ମୃତ୍ୟୁ ସଂଖ୍ୟା ୧, ସକ୍ରିୟ ମାମଲା ୨୫ ହଜାର ତଳେ…

ନୂଆଦିଲ୍ଲୀ, ୨୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ତେବେ ଓମିକ୍ରନ୍‌ର ନୂଆ ସବ୍‌ ଭାରିଆଣ୍ଟ୍‌ ବିଏଫ.୭ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏହି ସବ୍‌ ଭାରିଆଣ୍ଟ୍‌ ଚାଇନାରେ ଦ୍ରୁତ ବେଗରେ ସଂକ୍ରମଣ ହେଉଛି। ଏହା ଭାରତର ଚିନ୍ତା ବଢ଼ାଇବାରେ ଲାଗିଛି। ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ମାସ୍କ୍‌ ପିନ୍ଧିବା ଉପରେ ଗୁରୁତ୍ୱାରୋପ କରାଯାଇଛି।
ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୫ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ୨ ହଜାର ଉପରେ ରହିଛି। ଏହା ୨,୧୦୯ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରହିଛି ଏହି ସମୟରେ ସକ୍ରିୟ ମାମଲା ୨୪ ହଜାର ୪୩ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୩ ହଜାର ୧୦୨ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୯୫୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୪୦ ହଜାର ୭୪୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୮୭ ହଜାର ୭୪୮ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri