ଦୈନିକ ମୃତ୍ୟୁ ସଂଖ୍ୟା ୧୦ ତଳେ…

ନୂଆଦିଲ୍ଲୀ, ୧୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୭ ହଜାର ତଳେ ରହିଛି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧୭ ଶହ ଉପରେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୫ ହଜାର ତଳେ ରହିଛି। ଏହା ୪,୩୫୫ ରହିଛି। ଗୋଟିଏ ଦିନ ତଳେ ଏହା ୫,୨୧୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୦ ତଳେ ରହି ୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୧ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୪୬ ହଜାର ୩୪୭ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୪୭ ହଜାର ୧୭୬ ଥିଲା। ସେହିପରି ୨୪ ଘଣ୍ଟାରେ ୫ ହଜାର ୧୭୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୫ ହଜାର ୯୭୫ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୧୮୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୪ ହଜାର ୯୪୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୯ ଲକ୍ଷ ୩୦ ହଜାର ୪୧୭ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦାୟ ନେଲା ବିଶ୍ୱର ସବୁଠାରୁ ଦୁଃଖି ହାତୀ

ମନିଲା,୧।୧୨: ଫିଲିପାଇନ୍ସର ମନିଲା ପ୍ରାଣୀ ଉଦ୍ୟାନରେ ରହୁଥିବା ବିଶ୍ୱର ସବୁଠାରୁ ଦୁଃଖି ହାତୀର ମଙ୍ଗଳବାର ମୃତ୍ୟୁ ହୋଇଛି। କୁହାଯାଉଛି ଯେ ବିଶ୍ୱ ମାଲି କିମ୍ବା ମାଲି...

୫ ରାଜ୍ୟର ଏକ୍‌ଜିଟ ପୋଲକୁ ନେଇ ବଡ଼ ଦାବି କଲା ଭାଜପା, କଂଗ୍ରେସ କହିଲା ସର୍ଭେ ଉପରେ ଭରସା ନାହିଁ

ନୂଆଦିଲ୍ଲୀ, ୧।୧୨: ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ, ତେଲଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ସରିଛି। ବର୍ତ୍ତମାନ ଡିସେମ୍ବର ୩ରେ ଭୋଟ ଗଣନାକୁ ଅପେକ୍ଷା...

‘କେବଳ ମୁଖ୍ୟମନ୍ତ୍ରୀଙ୍କ ହସ୍ତାକ୍ଷର ପ୍ରମୋଶନ ପାଇଁ ଯଥେଷ୍ଟ ନୁହେଁ’, କର୍ନାଟକ ହାଇକୋର୍ଟ

ବେଙ୍ଗଲୁରୁ,୩୦।୧୧: କର୍ନାଟକ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ହୋଇଥିବା ଟ୍ରାନ୍ସଫର ଅର୍ଡରର ବୈଧତା ନାହିଁ ଯଦି ଏହା ନିମ୍ନ କ୍ୟାଡର ଅଧିକାରୀଙ୍କୁ ଉଚ୍ଚ...

ନିର୍ବାଚନ ୫ ରାଜ୍ୟରୁ ଜବତ ହେଲା ୧,୭୬୬ କୋଟି

ନୂଆଦିଲ୍ଲୀ,୩୦ା୧୧: ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ମିଜୋରାମ, ତେଲଙ୍ଗାନା ଆଦି ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଶେଷ ହୋଇଛି। ହେଲେ ଭୋଟରଙ୍କୁ ପ୍ରଲୋଭିତ କରିବା ପାଇଁ ମାଗଣା...

ହସ୍ପିଟାଲରୁ ଡିସଚାର୍ଜ ହେଲେ ଟନେଲରୁ ଉଦ୍ଧାର ହୋଇଥିବା ୪୦ ଶ୍ରମିକ

ରିଷିକେଶ,୩୦।୧୧: ଉତ୍ତରାଖଣ୍ଡର ସିଲକ୍ୟାରା ଟନେଲରୁ ଉଦ୍ଧାର ହୋଇଥିବା ଶ୍ରମିକମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା ଏମ୍ସରେ କରାଯାଇଛି। ହସ୍ପିଟାଲ ପ୍ରଶାସନ ୪୧ଜଣ ଶ୍ରମିକଙ୍କ ମଧ୍ୟରୁ ୪୦ଜଣଙ୍କୁ କ୍ଲିୟରାନ୍ସ ଦେଇଛନ୍ତି...

ଚନ୍ଦ୍ରଶେଖର ଆଜାଦଙ୍କ ଦଳର ନେତାଙ୍କୁ ଘରେ ପଶି ଗୁଳି କଲେ ଦୁର୍ବୁତ୍ତ

କନ୍ନୌଜ,୩୦।୧୧: ଉତ୍ତର ପ୍ରଦେଶର କନ୍ନୌଜରେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ଦଳ ଆଜାଦ ସମାଜ ପାର୍ଟିର ସାଧାରଣ ସମ୍ପାଦକଙ୍କୁ ଅତି ନିର୍ମମ ଭାବେ ହତ୍ୟା...

ତେଲଙ୍ଗାନା କାହାର? ବିଆରଏସ, କଂଗ୍ରେସ ନା ଭାଜପା, ଏକ୍‌ଜିଟ ପୋଲ କହୁଛି ଏଭଳି…

ହାଇଦ୍ରାବାଦ,୩୦।୧୧: ତେଲଙ୍ଗାନାରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଗୁରୁବାର ଶେଷ ହୋଇଛି। ଏହା ସହିତ ୨୦୨୪ ଲୋକ ସଭ ନିର୍ବାଚନ ପୂର୍ବରୁ ୫ଟି ରାଜ୍ୟରେ ମତଦାନ...

ସପ୍ତାହେ ହେଲା ରାଜପଥରେ ଛିଡ଼ାହୋଇ ରହିଛନ୍ତି ହାତୀପଲ

ରାଞ୍ଚି,୩୦।୧୧: ଝାଡ଼ଖଣ୍ଡର ଦ୍ୱାରସେନି ଘାଟିରେ ଏକ ହାତୀପଲ ସପ୍ତାହେ ହେଲା ଛିଡ଼ାହୋଇ ରହିଛନ୍ତି। ଫଳରେ ପାଲାମୁ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳ ଦେଇ ଯାଇଥିବା ୯ ନମ୍ବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri