୪୦ ତଳେ ଦୈନିକ ମୃତ୍ୟୁସଂଖ୍ୟା…

ନୂଆଦିଲ୍ଲୀ, ୨୮।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୭୦ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୩୧ରେ ପହଞ୍ଚିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି।

ଏହି ସମୟରେ ସକ୍ରିୟ ମାମଲା ୨୦ ହଜାର ତଳେ ରହିଛି। ଏହା ୧୫ ହଜାର ୮୫୯ ରହିଛି। ସେହିପରି ୨୪ ଘଣ୍ଟାରେ ୧ ହଜାର ୫୬୭ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୩୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୨୦ ହଜାର ୭୨୩ ୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୮୩ ହଜାର ୮୨୯ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୪୦୦ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୧୪୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୩ କୋଟି ୩୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୩୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୯ କୋଟି ୧୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ପରେ ଡ୍ରଗ୍ସ ମାମଲାରେ ରିଆଙ୍କ ଭାଇଙ୍କୁ ମିଳିଲା ଜାମିନ

ମୁମ୍ବାଇ,୨।୧୨: ବଲିଉଡ୍‌ର ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଜଡ଼ିତ ଥିବା ଡଗ୍ସ ମାମଲାରେ ଏନ୍‌ସିବି ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

କରୋନା ଭାଇରସ ମୁକାବିଲା ପାଇଁ କେରଳ ଜେଲରେ ଖୋଲିଲା ସ୍ବତନ୍ତ୍ର ସେଲ

ଥିରୁଭାନନ୍ତପୁରମ,୧୦।୩: କେରଳରେ କୋଭିଡ-୧୯ ପଜିଟିଭ ଥିବା ୬ ଜଣଙ୍କୁ ସୋମବାର ଚିହ୍ନଟ କରାଯାଇଥିବା ବେଳେ ଏବେ ଏହାକୁ ନେଇ ସରକାର ସତର୍କ ହୋଇଯାଇଛନ୍ତି। ଏହାକୁ ଦୃଷ୍ଟିରେ...

ଦିଲ୍ଲୀ ଦଙ୍ଗା: ହ୍ବାଟସ୍‌ ଆପ୍‌ ଉପରେ କଡା ନଜର

ନୂଆଦିଲ୍ଲୀ,୨୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦିଲ୍ଲୀରେ ଉପୁଜିଥିବା ଦଙ୍ଗା ପରେ ଏବେ ସ୍ଥିତି ସାମାନ୍ୟ ହେବାରେ ଲାଗିଛି। ଏହାପରେ ବି କିଛି ସ୍ଥାନରେ ଚାପା...

ମିଲେଟ ମ୍ୟାନ୍‌ ପି.ଭି. ସତୀଶଙ୍କ ପରଲୋକ

ହାଇଦ୍ରାବାଦ, ୨୦ା୩: ମାଣ୍ଡିଆକୁ ଏକ ବିକଳ୍ପ, ପରିବେଶ ଅନୁକୂଳ କୃଷି ଉତ୍ପାଦ ଭାବେ ପ୍ରଦର୍ଶିତ କରିବାରେ ପ୍ରମୁଖ ଭୂମିକା ନେଇ ‘ମିଲେଟ୍‌ ମ୍ୟାନ୍‌’ର ପରିଚୟ ହାସଲ...

ପ୍ରତିଦିନ ଗୋଟିଏ ସିଝାଅଣ୍ଡା ନପୁଂସକତାରୁ ରଖେ ଦୂରେଇ…

ସମ୍ପ୍ରତି ପରିବର୍ତ୍ତିତ ଜୀବନ ଶୈଳୀରେ ତଥା ମାନସିକ ଚାପ ଯୋଗୁ କେତେକଙ୍କଠାରେ ନପୁଂସକତା ଦେଖିବାକୁ ମିଳୁଛି। ଆୟୁର୍ବେଦରେ ଏହାର ଘରୋଇ ଉପଚାର ସମ୍ପର୍କରେ ଉଲ୍ଲେଖ କରାଯାଇଛି।...

ସ୍କୁଲ ଖୋଲୁ ଖୋଲୁ ୩୩ପିଲା କରୋନାରେ ଆକ୍ରାନ୍ତ

ଚଣ୍ଡିଗଡ଼,୧୩।୮: କରୋନା ମହାମାରୀର ଦ୍ୱିତୀୟ ଲହର ପ୍ରକୋପ ହ୍ରାସ ପାଇବା ପରେ ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ଅନେକ ରାଜ୍ୟରେ ବର୍ତ୍ତମାନ ସ୍କୁଲ ଖୋଲାଯାଇଛି। ତେବେ...

୧୫ ଡିସେମ୍ବରରୁ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଉଡ଼ାଣ ବାତିଲ…

ନୂଆଦିଲ୍ଲୀ ,୧।୧୨: କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ...

ରାଜ୍ୟ ବାହାରୁ ଆସିଛନ୍ତି ପିଲା, ପ୍ରଶାସନକୁ ଲୁଚାଉଛନ୍ତି ଅଭିଭାବକ

ଫୁଲବାଣୀ ଅଫିସ, ୨୭ା୩-ଯଦି କେହି ଦେଶ କିମ୍ବା ରାଜ୍ୟ ବାହାରୁ ଫେରିଛନ୍ତି, ତାହାଲେ ତୁରନ୍ତ ସେମାନେ ପ୍ରଶାସନକୁ ଅବଗତ କରାଇବାକୁ ସରକାର ଏବଂ ଜିଲା ପ୍ରଶାସନର...

Advertisement
Archives

Model This Week