ଦୈନିକ ମୃତ୍ୟୁ ସଂଖ୍ୟା ୧…

ନୂଆଦିଲ୍ଲୀ, ୧୪।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ହଜାରେ ୭ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୨ ହଜାର ତଳେ ରହିଛି। ଏହା ୧୧ ହଜାର ୫୮ ରହିଛି।

ସେହିପରି ୨୪ ଘଣ୍ଟାରେ ହଜାରେ ୮୧୮ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୭୩୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୩୯ ହଜାର ୨୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୬ ହଜାର ୨୨୮ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ୨୯୯ ଜଣ, ହରିୟାଣାରେ ୧୭୯ ଜଣ ଏବଂ ମହାରାଷ୍ଟ୍ରରେ ୧୨୪ ଜଣ, ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୬ କୋଟି ୧୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୦ କୋଟି ୧୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri