ଦୈନିକ ମୃତ୍ୟୁ ସଂଖ୍ୟା ଶୂନ…

ନୂଆଦିଲ୍ଲୀ, ୮।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି । ଏହା ୭ ଶହ ତଳେ ରହିଛି। ଏହା ୬୨୫ ରହିଛି। ଗୋଟିଏ ଦିନ ତଳେ ଏହା ୯୩୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୧୪ ହଜାର ୨୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୪ ହଜାର ୫୧୫ ଥିଲା। ସେହିପରି ୨୪ ଘଣ୍ଟାରେ ୧ ହଜାର ୧୧୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହି ସଂଖ୍ୟା ୧ ହଜାର ୨୫୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୫୦୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୬୨ ହଜାର ୧୪୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୧୭ ହଜାର ୬୧୧ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri