ଜୟପୁର ବିମାନବନ୍ଦରରୁ ସପ୍ତାହର ସବୁଦିନ ଉଡ଼ିବ ବିମାନ

ଜୟପୁର,୮।୧(ନି.ପ୍ର.): ଜୟପୁର ବିମାନବନ୍ଦରରୁ ଏଣିକି ସପ୍ତାହର ସବୁଦିନ ବିମାନ ଉଡ଼ିବ। ରବିବାର ମଧ୍ୟ ଭୁବନେଶ୍ୱର-ଜୟପୁର-ବିଶାଖାପାଟଣାକୁ ବିମାନ ଚଳାଚଳ କରିବ ବୋଲି ଇଣ୍ଡିଆ ଓ୍ବାନ୍‌ ଏୟାର ପକ୍ଷରୁ କୁହାଯାଇଛି। ଅନ୍ୟ ଦିନ ଭଳି ରବିବାର ପୂର୍ବାହ୍ନ ୧୧ଟା୧୦ରେ ବିମାନ ଭୁବନେଶ୍ୱରରୁ ବାହାରି ଜୟପୁରରେ ୧୨ଟା ୫୫ରେ ପହଞ୍ଚିବ। ଅପରାହ୍ନ ୧ଟା୧୫ରେ ବିଶାଖାପାଟଣା ଅଭିମୁଖେ ଉଡ଼ାଣ କରି ୨ଟା୫ରେ ସେଠାରେ ପହଞ୍ଚିବ। ୨ଟା ୩୫ରୁ ବିଶାଖାପାଟଣାରୁ ବାହାରି ଜୟପୁରରେ ୩ଟା୧୫ରେ ପହଞ୍ଚିବ। ଜୟପୁର ବିମାନବନ୍ଦରରୁ ୩ଟା୪୦ରେ ବାହାରି ଭୁବନେଶ୍ୱରରେ ୫ଟା୨୫ରେ ପହଞ୍ଚିବ। ଏନେଇ ରବିବାର ଜୟପୁର ବିମାନବନ୍ଦରରୁ ସିଡ୍ୟୁଲ ଅନୁଯାୟୀ ଯାତ୍ରୀ ଧରି ବିମାନ ଯାତ୍ରା କରିଥିବା ଅଧୀକ୍ଷଣ ଯନ୍ତ୍ରୀ ଭାସ୍କର ସାମନ୍ତରାୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri