Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ
ପରିସ୍ଥିତିକୁ ଲାଘବ କରିବା ଉଦ୍ଦେଶ୍ୟରେ ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ଚଳାଇ ନେବାକୁ ଚିନ୍ତା କରିପାରନ୍ତି। ସହକର୍ମୀଙ୍କୁ ସୁପରାମର୍ଶ ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମଗୁଡିକ ଅଧାରେ ଅଟକିଯିବ। ଉପରିସ୍ଥଙ୍କ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।
ବୃଷ
ବୃଷ
ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେକରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି । ଅଫିସ୍‌ରେ ସାଧାରଣ ବଚସାରୁ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ପଡ଼ୋଶୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି ।
ମିଥୁନ
ମିଥୁନ
ବହୁତ ଦିନଧରି ଭାଙ୍ଗି ପଡ଼ିଥିବା ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ। ସହକର୍ମୀଙ୍କ କାର୍ଯ୍ୟାବଳୀରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ନିକଟ ସମ୍ପର୍କୀୟଙ୍କ ମୁଖରୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଯେତେ ଚେଷ୍ଟାକଲେ ମଧ୍ୟ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ।
କର୍କଟ
କର୍କଟ
ପରିସ୍ଥିତିରେ ପଡ଼ି କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇ ପାରନ୍ତି। ମରୀଚିକା ପଛରେ ଦୌଡ଼ି ପରିଶେଷରେ ଅନୁତାପ କରିପାରନ୍ତି। ବନ୍ଧୁଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ବିଭିନ୍ନ ପ୍ରକାରର ଆଶା ଓ ଆଶଙ୍କାରେ ବ୍ୟବସାୟକୁ ସଙ୍କୁଚିତ କରିନେଇ ପାରନ୍ତି।
ସି˚ହ
ସି˚ହ
କାମର ଚାପ ବୃଦ୍ଧି ପାଉଥିଲେ ମଧ୍ୟ ସ୍ବାସ୍ଥ୍ୟ ପ୍ରତି ଅବିଚାର କରିବା ଠିକ୍‌ ହେବନାହିଁ। ବନ୍ଧୁଙ୍କ ସାହାଯ୍ୟରେ ନିକଟ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ଅଯଥା ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବାରୁ ସାମୟିକ ଖୁସି ରହିବେ ।
କନ୍ୟା
କର୍ମକ୍ଷେତ୍ର ସମସ୍ୟା ବିଜଡ଼ିତ ରହୁଥିବା କାରଣରୁ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ। ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ଆଲୋଚନା କାଳରେ ମତପାର୍ଥକ୍ୟ ଦେଖାଦେଇପାରେ। ଶେଷ ସମୟରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ଦକ୍ଷତାଭିତ୍ତିକ ସାହିତ୍ୟ, କଳା, କ୍ଷେତ୍ରରୁ ପ୍ରଶଂସିତ ହେବେ।
ତୁଳା
ତୁଳା
ଆଜି ସକାଳୁ ସକାଳୁ ପରିବାର ମଧ୍ୟରେ ସାଧାରଣ କଥାରୁ କଳହ ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ କାମରେ, ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତ୍ୟୁଷ ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।
ବିଛା
ବିଛା
ପ୍ରତିକୂଳ ପରିସ୍ଥିତି ବଦଳି ଯାଇଥିଲେ ମଧ୍ୟ ବନ୍ଧୁଙ୍କ ପୂର୍ବର ସେହି ଅନୁରାଗ ରହିବ ନାହିଁ। ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହେବ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ସମ୍ଭାବନା ରହିଛି । ପାରିବାରିିକ ସମସ୍ୟାର ସରଳ ସମାଧାନ କରିବାରେ ପଡ଼ୋଶୀଙ୍କ ଅବଦାନ ସ୍ମରଣୀୟ ରହିବ।
ଧନୁ
ଧନୁ
ମାନସିକ ଅସୁସ୍ଥତା ଲାଗି ରହୁଥିବାରୁ ଆଜି ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ପ୍ରିୟଜନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତିତ ହେବାକୁ ପଡ଼ିବ। ଘରେ ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ। କେତେକ କ୍ଷେତ୍ରରେ ଘଟଣାର ଗୁରୁତ୍ୱ ନ ବୁଝି ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି।
ମକର
ମକର
ବନ୍ଧୁଙ୍କ ପରାମର୍ଶକୁ ନିର୍ବିବାଦରେ ଗହଣ କରିନେବା ଭଲ ହେବ, ଅନ୍ୟଥା ବିବାଦୀୟ ହେବାର ଆଶଙ୍କା ଦେଖାଦେଇପାରେ । ଉପରିସ୍ଥଙ୍କ ସାହାଯ୍ୟ ଲାଭକରି ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବେ ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ପ୍ରତି ଅବହେଳା କଲେ ପଶ୍ଚାନ୍ତେ ଅନୁତାପ କରିବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରେଇବାର ପ୍ରଯନତ୍ କରିପାରନ୍ତି। ସରଳ ଭାବରେ କୈାଣସି କଥାକୁ ଗ୍ରହଣ ନ କରି ପରୀକ୍ଷା କରି କାମରେ ଲଗାଇ ପାରନ୍ତି। ଅଫିସରେ ବାଦବିବାଦ କ୍ରମେ ଜଟିଳ ହେବ, କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ।
ମୀନମୀନ
ଆଜିର ଯାତ୍ରାରେ ବନ୍ଧୁ କଥାରେ ପ୍ରଭାବିତ ହୋଇ ଭୁଲ କରିପାରନ୍ତି। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ ଅଶାନ୍ତି ପରିପ୍ରେକ୍ଷୀରେ ଗୁରୁଜନଙ୍କ ସାନ୍ତ୍ବନାବାଣୀ ମନରେ ଆଶ୍ୱସ୍ତି ଭରିପାରେ। ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri