Posted inRasifala

ରାଶିଫଳ: ମଙ୍ଗଳବାର , ଫେବୃୟାରୀ ୨୧ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ସହ ଆଲୋଚନା କାଳରେ ମନକଥାକୁ ମନ ଭିତରେ ଚାପିରଖିବାକୁ ପଡ଼ିପାରେ। ବିଭିନ୍ନ ବାଟରେ ଅର୍ଥବ୍ୟୟ ଜନିତ ପରିବାରରେ ମତାନ୍ତର ସୃଷ୍ଟିହେବ। ପାଖ ଲୋକଟିକୁ ସାହାଯ୍ୟ କରିବାକୁ ଯାଇ ପରେ ଅନୁତାପ କରିବେ। ବ୍ୟବସାୟିକ ସ୍ଥିତି ମଧ୍ୟମ ପ୍ରକାର ରହିବ।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିଥିଲେ ମଧ୍ୟ ସାମାନ୍ୟ ବିଶ୍ରାମ ସୁଯୋଗ ପାଇବା କଷ୍ଟକର ହୋଇପାରେ। କର୍ମକ୍ଷେତ୍ରରେ ବୁଝାମଣା ଅଭାବରୁ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ। ଛୋଟ କଥାକୁ ବଡ଼ ଆକାରରେ ଚିନ୍ତାକରି ପରିବାରରେ କଳହ ଲାଗିବ। ହାତ ଖାଲି ନ ରହିଲେ ମଧ୍ୟ ଆଶାନୁରୂପ ଫଳ ପାଇପାରିବେ ନାହିଁ।
ମିଥୁନ
ମିଥୁନ
ପରିବାରରେ ମତଭେଦ କାରଣରୁୁ କଳହ ସୃଷ୍ଟି ହୋଇପାରେ। ପ୍ରତିବନ୍ଧକ କାରଣରୁ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ପରୋକ୍ଷ ଶତ୍ରୁତା କାରଣରୁ ସହକର୍ମୀ କେହି ବିଶୃଙ୍ଖଳା ପ୍ରଦର୍ଶନ କରିପାରନ୍ତି। କାମ ହାସଲ କରିବେ ମାତ୍ର ଏଥିପାଇଁ ବହୁତ ହଇରାଣ ହେବାକୁ ପଡ଼ିବ।
କର୍କଟ
କର୍କଟ
ଆଜି ହଠାତ୍‌ ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ। ପୁନଶ୍ଚ କର୍ମକ୍ଷେତ୍ରରେ ମଧ୍ୟ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ।
ସି˚ହ
ସି˚ହ
ଭ୍ରମଣଜନିତ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ବିବାଦୀୟ ଘଟଣାରେ ଆମତ୍ୀୟଙ୍କ ସାନ୍ତ୍ବନା ମନରେ ଆଶ୍ୱସ୍ତି ଭରିପାରେ। ଘର ଅପେକ୍ଷା ବାହାରେ ବେଶି ସମୟ କଟାଇବାକୁ ପଡ଼ିପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଦୀର୍ଘ ଦିନରୁ ରହି ଆସିଥିବା ବକେୟା ଟଙ୍କା ଆଜି ପାଇବେ।
କନ୍ୟା
ନିରଳସ କର୍ମଦକ୍ଷତା ହେତୁ ସାମାଜିକ ସ୍ତରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କହିବାରେ ସଂଯମ ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ସ୍ବାର୍ଥହାନି ଆଳ ଦେଖାଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯିବା ସମୟରେ ସମସ୍ୟା ଉପୁଜିବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନକରି ଉଚ୍ଚ ପ୍ରଶଂସିତ ହେବେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ। ବନ୍ଧୁମାନଙ୍କୁ ସୁପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ ଆମତ୍ତୃପ୍ତି ଲାଭ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ବିଛା
ବିଛା
ଯାହା କରନ୍ତୁନା କାହିଁକି, ଆଜି ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଆଜିର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ସବୁ ଭଲ ହେଲେ ମଧ୍ୟ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ନିଜ ନିଜର ସ୍ବାର୍ଥସାଧନ ମାନସରେ ନିଜ ଲୋକମାନେ ଦାଉ ସାଧିବେ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ପୂର୍ବାଷାଢ଼ା ନକ୍ଷତ୍ର ହାତପାହାନ୍ତାରେ ସୁଯୋଗ ପାଇବେ।
ମକର
ମକର
ବହୁ ଦିନରୁ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ବିବାଦୀୟ ପରିସ୍ଥିତିରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ସାମାଜିକ ସ୍ତରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ଆନୁଷ୍ଠାନିକ କ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇବେ। ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ଇଚ୍ଛା ନ ଥିଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବନ୍ଧୁମାନଙ୍କ ଗହଣରେ ମାଙ୍ଗଳିକ କାମରେ ବ୍ୟସ୍ତ ରହିବେ।
ମୀନମୀନ
ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ। ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ,ଯାହାକି ସମସ୍ୟା ସୃଷ୍ଟି କରିପାରେ। କେତେକ ଘଟଣାରେ ପିଲାମାନଙ୍କ କାର୍ଯ୍ୟକଳାପକୁ ନାପସନ୍ଦ କରିପାରନ୍ତି। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜି ନବମସ୍ଥ ଚନ୍ଦ୍ର ହେତୁ ପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଆମତ୍ୀୟତା ବେଶ୍‌ ଜମିବ। ବନ୍ଧୁଙ୍କ ସହ ଧାରକରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ...

ରାଶିଫଳ: ରବିବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ନିଜ ରାଶି ଓ ଦ୍ୱାଦଶ ସ୍ଥାନରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିବ। ଅଫିସ୍‌ କାମରୁ ଜମା ଫୁରୁସତ୍‌...

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri