Posted inRasifala

ରାଶିଫଳ: ଶୁକ୍ରବାର, ନଭେମ୍ବର ୧୪ ତାରିଖ – Daily Horoscope

ମେଷ
ଆଜି ସକାଳୁ ସକାଳୁ ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ରହିବ। ବୃହସ୍ପତିଙ୍କ ଉଚ୍ଚାବସ୍ଥାନ ଦୃଷ୍ଟିକୋଣରୁ ସାମାଜିକ ସ୍ତରରେ ପ୍ରତିଷ୍ଠାଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମ ଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।
ବୃଷ
ବୃଷ
ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ସହାନୁଭୂତିରୁ ବିବାଦୀୟ ଘଟଣାର ସମାଧାନ ହେବ। ଧନ ସ୍ଥାନରେ ଗୁରୁଙ୍କ ଅବସ୍ଥିତିଜନିତ ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି ହେବନି।
ମିଥୁନ
ମିଥୁନ
ପାପଗ୍ରହ ଯୁକ୍ତ ଚନ୍ଦ୍ର ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି କରିବାର ଆଙ୍କା ରହିଛି। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହିପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସହ ପରୋକ୍ଷ ଶତ୍ରୁତା କର୍ମକ୍ଷେତ୍ରକୁ ବ୍ୟସ୍ତବହୁଳ କରିପାରେ।
କର୍କଟ
କର୍କଟ
ବିଭିନ୍ନ ସମସ୍ୟାକୁ ସାମ୍‌ନା କରି ବ୍ୟସ୍ତତା ବୃଦ୍ଧି ପାଇବ। ଅବଶ୍ୟ ଆମତୀୟ ସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ।
ସି˚ହ
ସି˚ହ
ଆଜି ଚେଷ୍ଟା କରୁଥିବା କାମ କଦାପି ବ୍ୟର୍ଥ ହେବ ନାହିଁ। ବୁଧଙ୍କ ପ୍ରଭାବରେ ଆକସ୍ମିକ ଭାବରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାର ଅବସର ପାଇବେ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
କନ୍ୟା
ମୁଖଭାବସ୍ଥ ଗ୍ରହ ସମ୍ପର୍କରୁ ଲାଳିତ୍ୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ସଜାଡି ନେବେ। ତଥାପି ଶିକ୍ଷା, ସନ୍ତାନ ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା, ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାମତୀକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ ନତୁବା ଅସୁବିଧାରେ ପଡିପାରନ୍ତି। କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। ବୃହସ୍ପତିଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ ହ୍ରାସ ପାଇବାର ଅନୁଭବ କରିବେ। ଭୁଲ୍‌ ବୁଝାମଣାରୁ ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ।
ବିଛା
ବିଛା
ବଳବାନ୍‌ ସ୍ବଗୃହୀ ମଙ୍ଗଳ ହେତୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବାରୁ ବ୍ୟବସାୟରେ ମନାନ୍ତର ଦେଖାଦେବ। ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବା ସାଙ୍ଗକୁ ପୁରସ୍କୃତ ମଧ୍ୟ ହୋଇପାରନ୍ତି। ଜମିଜମା କାରଣକୁ ନେଇ କୌଣସି ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ଧନୁ
ଧନୁ
ଶନିଙ୍କ ଦୁର୍ବଳତା କାରଣରୁ ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
ମକର
ମକର
ରାଶିକୁ ଦେବଗୁରୁ ପ୍ରଭାବିତ କରୁଥିବାରୁ ଯେଉଁ କାମରେ ହାତ ଦେବେ ସଫଳତା ପାଇବେ। ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ଘରେ ଆମୋଦ ପ୍ରମୋଦର ବାତାବରଣ ସୃଷ୍ଟି ହୋଇପାରେ। ଆଜିର ଦୂରଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିବାର ଆଶଙ୍କା ରହିଛି।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ଲାଗିରହିବା କାରଣରୁ ଶନିଙ୍କ ପ୍ରଭାବରୁ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍‌ସଙ୍ଗ, ଆଧ୍ୟାମତ୍ିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।
ମୀନମୀନ
ପାରିବାରିକ ଜୀବନରେ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ଅସୁବିଧା ରହିବ ନାହିଁ। ବୃହସ୍ପତିଙ୍କ ଦୁଃସ୍ଥିତିରୁ କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଅନ୍ୟମାନଙ୍କ କଥାକୁ ଗୁରୁ୍‌ତ୍ୱ ନ ଦେଇ କେତେକ କ୍ଷେତ୍ରରେ ଆମତ୍ନିର୍ଭରଶୀଳ ହୋଇପାରନ୍ତି। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri