Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୪ ତାରିଖ – Daily Horoscope

ମେଷ
ଆଜି ଆପଣ ସୁବିଧାରେ ପ୍ରତ୍ୟେକ କାମ ହାସଲ କରିବେ ଓ ଅର୍ଥ ମଧ୍ୟ ପାଇବେ। ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବା ସମ୍ଭାବନା ରହିଛି। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିବେ। ଅଶ୍ୱିନୀ ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟିହୋଇପାରେ।
ବୃଷ
ବୃଷ
ଅର୍ଥ ଓ ସମ୍ମାନ ପାଇବା ସକାଶେ ନିଜକୁ ଏଥିପାଇଁ ବହୁ ସଂଘର୍ଷ କରିବାକୁ ପଡ଼ିବ। ଅପ୍ରିୟ ସତ୍ୟ ଭାଷଣରୁ ନିବୃତ ରୁହନ୍ତ, ନତୁବା ସାଧାରଣ କଥାରେ କଳହର ସମ୍ଭାବନା ରହିଛି। କୃତ୍ତିକାର ସାଙ୍ଗଠନିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ଘରେ ବନ୍ଧୁମିଳନ ସହ ଖୁସିର ଆସର ଜମିପାରେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରର ପ୍ରତିକୂଳ ପରିବେଶରେ କାମଗୁଡ଼ିକ ଆଜି ବାସ୍ତବରେ ଓଲଟା ହୋଇପାେରେ। ଯେତେ ଭଲ ଚିନ୍ତାକଲେ ମଧ୍ୟ ଅନ୍ୟମାନେ ଆପଣଙ୍କୁ ଆଡ୍‌ଜଷ୍ଟ ହେବେ ନାହିଁ। ପାରିବାରିକ କଳହରେ ସବୁ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟହେବେ। ଅବଶ୍ୟ ପୁନର୍ବସୁ ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି।
କର୍କଟ
କର୍କଟ
ଅତୀତ ଘଟଣାର ସମୀକ୍ଷାକରି ଦୁଶ୍ଚିନ୍ତାଗ୍ରସ୍ତ ହେବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବନ୍ଧୁଙ୍କ ନିକଟରୁ କିମ୍ବା ସରକାରୀ ସ୍ତରରୁ ଋଣ ସୂତ୍ରରେ ଅର୍ଥଲାଭ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି ଘଟିବ। ଅଶ୍ଳେଷା ନକ୍ଷତ୍ର ସାହିତ୍ୟ, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରୁଥିବାରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ଏଜେନ୍ସିପରୁ ଖୁସି ରହିବେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାରକରିବେ। ପୂର୍ବାଫାଲ୍‌ଗୁନୀ ନକ୍ଷତ୍ରର ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମାନସିକ ସ୍ଥିତି ଭଲ ରହିବ।
କନ୍ୟା
ସାମାଜିକ ସ୍ତରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗକରି କାମ ହାସଲରେ ସମର୍ଥ ହେବେ। ପରିସ୍ଥିତି ଗମ୍ଭୀର ରହିଲେ ମଧ୍ୟ କୌଣସି କଥାରେ ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ । ହସ୍ତା ନକ୍ଷତ୍ର ସକାଶେ ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବେ। ବାଣିଜ୍ୟ, ବ୍ୟବସାୟ, ଆନୁଷ୍ଠାନିକ କାମ ତଥା ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର ସକାଶେ ନିଜର ଠିକ୍‌ ବୁଝାମଣା ଅଭାବରୁ ପରିବାରରେ କଳହ ଲାଗିପାରେ। ଉପରିସ୍ଥ କର୍ମଚାରୀଙ୍କ ନିକଟରୁ ମଧ୍ୟାହ୍ନେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ । ସ୍ବାସ୍ଥ୍ୟ ସମସ୍ୟା ନେଇ ଟେନ୍‌ସନ କିିଛି ମାତ୍ରାରେ ଲାଗିରହିବ।
ବିଛା
ବିଛା
ଆପଣଙ୍କ ପ୍ରୟୋଗାତ୍ମକ କୌଶଳ ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘଦିନରୁ ଅପେକ୍ଷା କରିଥିବା କାମ ସମ୍ପର୍କରେ କିଛି ଆଶାଜନକ ଖବର ପାଇ ସାମୟିକ ଖୁସି ହୋଇଯିବେ। ପ୍ରଶାସନ, ସାହିତ୍ୟ, ରାଜନୀତି ପାଇଁ ଦିନଟି ଭଲ। ଅନୁରାଧାର ଦୁର୍ଭାବନା ବଢ଼ିଚାଲିବ ଓ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେନାହିଁ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନାହିଁ। ମୂଳା ନକ୍ଷତ୍ର ବନ୍ଧୁଙ୍କ ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରିପାରିବେ ନାହିଁ। ଆପଣଙ୍କ ମନୋବଳ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ। ଆଜିର ଦୂରଯାତ୍ରା, ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ କାମ, ବନ୍ଧୁଙ୍କ ସହ ଆଲୋଚନା ନିଶ୍ଚିତ ସଫଳ ହେବ।
ମକର
ମକର
ଆଶାକରୁଥିବା ଜିନିଷର ପ୍ରାପ୍ତିର ଆଶା ନେଇ ମାନସିକ ସ୍ଥିତି ଭଲ ରହିବ। ଅଧିକାଂଶ ସମୟ ମାନସିକ ଦ୍ୱନ୍ଦ୍ୱରେ ପଡ଼ି ପରିବାରର ପ୍ରତ୍ୟେକ ସଦସ୍ୟଙ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେ ନାହିଁ। ଶ୍ରବଣା ନକ୍ଷତ୍ର ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ବହୁଦିନରୁ ରହି ଆସିଥିବା ସମସ୍ୟାଗୁଡ଼ିକ ସମାଧାନ କରିବାରେ ବନ୍ଧୁମାନଙ୍କ ସାହାଯ୍ୟ ଓ ସମର୍ଥନ ପାଇବେ। ଶତଭିଷା ନକ୍ଷତ୍ରର ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହୋଇପାରେ । ଅଫିସରେ ପ୍ରିୟ କଥା କହି ସମସ୍ୟା ସୁଧାରିନେବେ। ଭାବପ୍ରବଣତା ଯୋଗୁ ପାରିବାରିକ କ୍ଷେତ୍ରରେ ମନୋବଳ କ୍ରମଶଃ ହ୍ରାସ ପାଇବ।
ମୀନମୀନ

ସମସ୍ୟା ସେତେଟା ପ୍ରତିକୂଳ ନ ହେଲେ ମଧ୍ୟ ଅଯଥା ଗୁଡ଼ାଏ କଥା ଚିନ୍ତାକରି ମନ ଅସ୍ଥିର ରହିବ । କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ । ପାରିବାରିକ କ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ରେବତୀ ନକ୍ଷତ୍ରର ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।

 

Get accurate and insightful horoscopes every day — only with 👉 Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri