Posted inRasifala

ରାଶିଫଳ: ସୋମବାର , ମେ ୨୯ ତାରିଖ – Daily Horoscope

ମେଷ
ଆଜିର ଗ୍ରହସ୍ଥିତି ଅନୁକୂଳତା ରହିବା ବେଳେ ଅପରାହ୍ନରେ ପରିସ୍ଥିତି ବଦଳି ଯିବ। ଆଜିର ଯାତ୍ରା, ବ୍ୟବସାୟ, ଅଧ୍ୟୟନ, ଅଧ୍ୟାପନା, ଗବେଷଣା କଳା, ସାହିତ୍ୟ ଓ ରଚନାମତ୍କ କାମରେ ପ୍ରଶଂସିତ ହେବେ। ରାଜନୀତି, ସଭାସମିତି ତଥା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ପିଲାଙ୍କ କଥାକୁ ନେଇ ମାନସିକ ସ୍ଥିତି ଠିକ୍‌ ରହିବନି।
ବୃଷ
ବୃଷ
ଆପଣଙ୍କ ଭୁଲ୍‌ ନିଷ୍ପତ୍ତି କାମରେ ଦ୍ୱନ୍ଦ୍ୱ, ପରିବାରରେ ଅଶାନ୍ତି ଓ ଅର୍ଥପ୍ରାପ୍ତିରେ ସମସ୍ୟା ସୃଷ୍ଟି କରିବ। ଇଚ୍ଛା ନ ଥିଲେ ମଧ୍ୟ ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ। ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ କଳହର ସମ୍ଭାବନା ରହିଛି। ପରିବାରର ଆବଶ୍ୟକତା ଅନୁଯାୟୀ ଗୃହୋପକରଣ କ୍ରୟ କରିବାକୁ ମନ ବଳାଇବେ।
ମିଥୁନ
ମିଥୁନ
ପାରିବାରିକ କଳହ କାରଣରୁ ଦୁଶ୍ଚିନ୍ତାରେ ରହିବେ। ମୃଗଶିରା ନକ୍ଷତ୍ର ପ୍ରୀତିପ୍ରଦ ହେବା ସାଙ୍ଗକୁ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ପ୍ରକାଶନ, ପ୍ରଶାସନ, ପରିବହନ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ସାମାଜିକ ସ୍ତରରେ ପରିସ୍ଥିତିକୁ ଦେଖି ସବୁ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହୋଇପାରନ୍ତି।
କର୍କଟ
କର୍କଟ
ବିଭିନ୍ନ ନକାରାମତ୍କ ଭାବନା ମନକୁ ବିଷାକ୍ତ କରିପାରେ। ଗତକାଲିର ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ତଥା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ପରିସ୍ଥିତିର ଭାରସାମ୍ୟ ରକ୍ଷା କରିବାକୁ ଯାଇ ମିଥ୍ୟାଳାପ କରିବାକୁ ପଡ଼ିପାରେ। ଖଳ ଲୋକଙ୍କ କଥାରେ ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିବ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଏଜେନଶିପ୍‌, ସାମ୍ବାଦିକତାରୁ ଖୁସି ରହିବେ। ଗୁରୁଜନଙ୍କଠାରୁ ପରାମର୍ଶ ପାଇ ଆମତ୍ତୃପ୍ତି ଲାଭ କରିବେ।
କନ୍ୟା
ଆଜି ସମସ୍ୟା ସମାଧାନ ସାଙ୍ଗକୁ କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ। ଯିଏ ଯେତେ ପ୍ରକାରର ଶତ୍ରୁତା କଲେ ମଧ୍ୟ କିଏ କିଛି କରିପାରିବେ ନାହିଁ। ଦୀର୍ଘ ଦିନରୁ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ସାମୟିକ ମାନସିକ ଅସ୍ଥିରତା ଦେଖାଦେଇପାରେ।
ତୁଳା
ତୁଳା
ଆଜି ଆପଣଙ୍କ ସକାଶେ ଏକ ସ୍ମରଣୀୟ ଦିବସ କହିଲେ ଅତ୍ୟୁକ୍ତି ହେବ ନାହିଁ। ଯଦି କିଛି ଅସୁବିଧା ପରିଲକ୍ଷିତ ହୁଏ ତାହା ନିଜ ଦୋଷରୁ ହିଁ ହେବାର ଆଶଙ୍କା ରହିଛି। ଚିତ୍ରା ନକ୍ଷତ୍ର କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିସ୍ମିତ ହେବେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବାର ଆଶା କରାଯାଇପାରେ।
ବିଛା
ବିଛା
ଆଜି ଉପରିସ୍ଥଙ୍କ ଆଦେଶପ୍ରାପ୍ତହୋଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଶୁଭ ଖବର ପାଇ ମନ ଖୁସି ହୋଇଯିବ। ତରବରିଆ କାମ କଲେ ସବୁ ଓଲଟ ପାଲଟ ହୋଇଯିବ। ଯାନବାହନ ଚଳାଚଳରେ ସତର୍କତା ବିଧେୟ। ସେବା ଓ ପରୋପକାର ହେତୁ ନିଜ ପରିସରରେ ପ୍ରତିଷ୍ଠିତ ହେବାର ସମ୍ଭାବନା ରହିଛି।
ଧନୁ
ଧନୁ
ଦିନଭରି ମନ ପ୍ରଫୁଲ୍ଲ ରହିବ ଓ ଯେମିତି ଯାହା ଚାହୁଁଛନ୍ତି ପାଇବାରେ ଅସୁବିଧା ହେବ ନାହିଁ। ପାରିବାରିକ ସ୍ତରରେ ଟେନସନ୍‌ କିଛି ମାତ୍ରାରେ ବଢିଯିବ। କର୍ମକ୍ଷେତ୍ରରେ ମନୋବଳ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିଲେ ସମସ୍ୟାକୁ ନିମନ୍ତ୍ରଣ କରିବେ। ଅଭାବ ଲାଗିରହୁଥିବାରୁ ଆର୍ଥିକ ଉନ୍ନତି ପାଇଁ ଚିନ୍ତାପ୍ରକଟ କରିପାରନ୍ତି।
ମକର
ମକର
ଆଜିର କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ସ୍ବାଭାବିକ ରହିବ। ଛୋଟ କାମ ହାତକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିପାରନ୍ତି। ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କ ହାନି ଘଟିପାରେ। ବହୁଜନ ସମାଗମ ସ୍ଥାନରେ ସମ୍ପର୍କୀୟଙ୍କ ଆକ୍ଷେପୋକ୍ତିରୁ କ୍ରୋଧିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଧର୍ମ କାର୍ଯ୍ୟରେ ବନ୍ଧୁଙ୍କୁ ସହଯୋଗ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପ୍ରିୟବ୍ୟକ୍ତି ମେଳରେ ଗାମ୍ଭୀଯର୍‌ୟ ରକ୍ଷାକଲେ ତାହା ହିଁ ବ୍ୟକ୍ତିତ୍ୱ ବିକାଶରେ ସହାୟକ ହୋଇପାରିବ। ନିଜର ଫାଇଦା ହାସଲ ସକାଶେ ଭଲ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଅଧିକାଂଶ ସମୟରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇପାରେ।
ମୀନମୀନ
ଶୁଭଚନ୍ଦ୍ର ଯାତ୍ରାକୁ ସୁଗମ କରିବ, କିନ୍ତୁ ପାରିବାରିକ କ୍ଷେତ୍ର ସକାଶେ ସାମାନ୍ୟ ପ୍ରତିକୂଳ ପ୍ରଭାବ ପକାଇବ। ଆପଣ ଅର୍ଥପ୍ରାପ୍ତି, ସୌଜନ୍ୟ, ମଧୁର ବ୍ୟବହାର ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରି ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri