











ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ଟେନ୍ସନ ଜମା ଛାଡିବ ନାହିଁ। ବନ୍ଧୁମାନଙ୍କ ପରାମର୍ଶକୁ ଅନୁଧ୍ୟାନ କରି ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ରାଜନୈତିକ ସ୍ଥିତି ପ୍ରତି କୌଣସି ସମସ୍ୟାର ସୁରାକ ପାଇ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ବନ୍ଧୁଙ୍କ ପରାମର୍ଶରେ ଆଧ୍ୟାତ୍ମିକ ଚିନ୍ତାଧାରାରେ ଉଦ୍ବୁଦ୍ଧ ହେବେ।

