ପୂର୍ବଭାଦ୍ରପଦ୍ ନକ୍ଷତ୍ର କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ,ନତୁବା ହଜିଯାଇପାରେ। ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କିତ ସମସ୍ୟା ସୃଷ୍ଟି ହୋଇପାରେ।

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...
ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...
ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...
ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...
ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...
ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...
ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...
ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...