Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ
ଆଜିର ପ୍ରତ୍ୟୁଷ ଯାତ୍ରା ସମୟରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଆର୍ଥିକ ଅନଟନକୁ ବନ୍ଧୁ ଦୂରେଇବାର ପ୍ରତିଶ୍ରୁତି ଦେବେ। କର୍ମକ୍ଷେତ୍ରର କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ ପଡ଼ିପାରେ। ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ବୃଷ
ବୃଷ

ଆଜି ଭାଇ,ବନ୍ଧୁ ଓ ନିଜ ଲୋକମାନଙ୍କୁ ମନେଇବାରେ ସଫଳ ହେବେ, ଯାହାକି ଆଗାମୀ ସମୟ ପାଇଁ କାମରେ ଆସିବ। ଅଫିସରେ କେତେକ ଅଟକି ରହିଥିବା ଫାଇଲ୍‌ କାମ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ, କିନ୍ତୁ କୌଣସି କାମ ଅଟକିବ ନାହିଁ।

ମିଥୁନ
ମିଥୁନ
ଅଯାଚିତ ଭାବେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ଓ ହାତକୁ ନେଇଥିବା କାମ ହାସଲରେ ସମର୍ଥ ହେବେ। ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ପାରିବାରିକ ଅସ୍ଥିରତା ଲାଗିରହିବା ଯୋଗୁ ବ୍ୟବସାୟ ସାଙ୍ଗକୁ ଆର୍ଥିକ ସ୍ଥିତି ପୂର୍ବପରି ରହିବ।
କର୍କଟ
କର୍କଟ
ଭୁଲ୍‌ ବୁଝାମଣା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ ଏବଂ ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ଶେୟାର ବଜାର,ପ୍ଲଟିଙ୍ଗ୍‌ କାରବାର କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ବିବାଦୀୟ ଘଟଣାରେ ନୀରବତା ଶ୍ରେୟ ଅଟେ, ଅନ୍ୟଥା ସମସ୍ୟା ଭିତରକୁ ଯାଇପାରନ୍ତି।
ସି˚ହ
ସି˚ହ
କୌଣସି ବ୍ୟକ୍ତି ରାଗ ଶୁଝାଇବାକୁ ଯାଇ କଅଁଳ ଭାଷାରେ ମରମ କଥା କହି ଠିକଣା ସମୟରେ ପ୍ରତିଶୋଧ ନେବେ। କର୍ମକ୍ଷେତ୍ରରେ ପଛକଥା ନ ଭାବି ଏହି ସମୟର ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। ସଭାସମିତିରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
କନ୍ୟା
ବନ୍ଧୁଗହଣରେ ହସଖୁସିର ସହ ଆଲୋଚନାରେ ସମୟ କଟାଇବେ ଓ ଯାହା ଆଶା କରୁଛନ୍ତି ତାହା ଅବଶ୍ୟ ପାଇବେ। ପାରିବାରିକ କ୍ଷେତ୍ରରେ ସମସ୍ୟା ବଢ଼ି ବଢ଼ି ଯାଉଥିବାରୁ ଦୁର୍ଭାବନା ବଢ଼ିଚାଲିବ ଓ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ବନ୍ଧୁମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇବେ।
ତୁଳା
ତୁଳା
ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁ ମିଳନ ଘଟିବ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଦୀର୍ଘଦିନରୁ ନେଇଥିବା ବକେୟା ଟଙ୍କା ପାଇଁ ସମସ୍ୟା ଉପୁଜିବ। ଭୁଲ୍‌ ବୁଝାମଣା ଓ ଜିଦ୍‌ଖୋର କାରଣରୁ ପରିବହନରେ ଝଗଡ଼ା ଲାଗିପାରେ।
ବିଛା
ବିଛା
କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ ଏବଂ ପାରିବାରିକ ସ୍ଥିତି ଭଲ ରହିବ। ଅର୍ଥସଂକଟ କାରଣରୁ କେତେକ କାମ ଅଟକି ରହିଯାଇପାରେ। ପରୋକ୍ଷ ଶତ୍ରୁତା ଚେଷ୍ଟା କରୁଥିବା କାମକୁ ପ୍ରତିହତ କରିପାରେ। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସନ୍ତୋଷଜନକ ହୋଇ ନ ପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରହନ୍ତୁ ନତୁବା ଅନର୍ଥ ଅବଶ୍ୟମ୍ଭାବୀ। ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ,ତଥାପି ଶେଷ ସମୟରେ ତାହା ସ୍ଥଗିତ ରଖିବାକୁ ବାଧ୍ୟ ହୋଇପାରନ୍ତି। କୈାଣସି ଯୁକ୍ତିତର୍କ କାରଣରୁ ସକାଳୁ ସକାଳୁ ମନଟା ବିଗିଡି ଯାଇପାରେ। ଘରେ ସ୍ତ୍ରୀଙ୍କ ଚିଡା ସ୍ବଭାବ ପାଇଁ କ୍ଷୁବ୍ଧ ହୋଇପାରନ୍ତି।
ମକର
ମକର

ପଡୋଶୀଙ୍କ ସହ ଟଙ୍କା ପଇସାକୁ କେନ୍ଦ୍ରକରି ଆକସ୍ମିକ କଳହ ସୃଷ୍ଟି ହେବାର ସୂଚନା ରହିଛି। ଖଳ ଲୋକ ମାନଙ୍କ ଦ୍ୱାରା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। କର୍ମକ୍ଷେତରେ ବିଗତ ଦିନ ମାନଙ୍କର ଘଟଣା ଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ।

କୁମ୍ଭ
କୁମ୍ଭ
ଆଜି ବନ୍ଧୁ ମାନଙ୍କ ସହ କୈାଣସି ଗୁରୁ୍‌ତ୍ୱପୂର୍ଣ୍ଣ ବିଷୟୟକୁ ନେଇ ଆଳାପ ଆଲୋଚନାରେ ସମୟ କଟାଇବେ। ଅପରାହ୍ନ ସମୟରେ ଭଲ ସମ୍ପର୍କ ନଥିବା ବ୍ୟ୍ୟକ୍ତିଙ୍କ ଦ୍ୱାରା ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ଥି ଅନୁଭବ କରିପାରନ୍ତି।
ମୀନମୀନ

ଉଦ୍ୟମ ସଫଳ ଦିଗରେ ଦୁଇଜଣ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିପାରନ୍ତି। କଚେରୀମାମଲା,ପ୍ରଶାସନିକ ଆଲୋଚନା,ରାଜନୈତିକ ବିତର୍କ,ସାହିତ୍ୟ ସମାଲୋଚନା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଆଜି ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri