Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨ ତାରିଖ – Daily Horoscope

ମେଷ
ପ୍ରତ୍ୟେକ ସମୟରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି । ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସ।ହପ୍ରଦ ହେବ ନାହିଁ । ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ ।
ବୃଷ
ବୃଷ

ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହା କି ଅନ୍ୟ ସମ୍ମୁଖରେ ମଧ୍ୟ ଆଦୌ କହିପାରିବେ ନାହିଁ । ଈର୍ଷାପରାୟଣ ହୋଇ ଖଳପ୍ରକୃତି ଲୋକମାନେ ବିରୋଧାଚରଣ କରିପାରନ୍ତି । ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ । ପାରିବାରିକ ସମସ୍ୟା ସୁଧାରି ନେବା ପାଇଁ ପ୍ରଯନତ୍ କରିବେ ।

ମିଥୁନ
ମିଥୁନ
ନିଜର ଲୋକମାନେ ଶତ୍ରୁତା କରି କେତେକ କାମ ପାଇଁ ପ୍ରତିବନ୍ଧକ ସାଜିବେ । ଆନୁଷ୍ଠାନିକ କାମ, ସଭାସମିତି, ସଂଗଠନ, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଏଜେନ୍ସିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ କେତେକ ଆକସ୍ମିକ ଅସୁବିଧା ଦେଖାଦେବା କାରଣରୁ ଆଜି ସହଜରେ କାମ ହାସଲ ହେବା କଷ୍ଟକର ହେବ । ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ପରିବାରରେ ବ୍ୟସ୍ତତା ବଢିପାରେ । ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବାରେ କୌଣସି ଅସୁବିଧା ହେବନାହିଁ ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ଆର୍ଥିକ ଅନଟନ କାମକୁ କେତେକାଂଶରେ ଅଟକାଇ ଦେଇପାରେ । ନିଜର ଲୋକମାନଙ୍କ ପରୋକ୍ଷ ବିରୋଧାଚରଣ ହେତୁ ସାମୟିକ ଚିନ୍ତିତ ରହିବାକୁ ପଡିପାରେ । ବାଣିଜ୍ୟ, ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ ।
କନ୍ୟା
ଆଜିର କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କ ସହ ସଂମ୍ପର୍କ ଭଲ ରହି ନପାରେ । ସଭାସମିତି,ସାହିତ୍ୟ,ସାମ୍ବାଦିକତାରେ ପ୍ରଂଶସିତ ହେବେ । ଅବଶ୍ୟ ପାରିବାରିକ କ୍ଷେତ୍ରରେ ବିଶେଷ କିଛି ଅପ୍ରୀତିକର ପରିସ୍ଥିତିର ସମ୍ଭାବନା ନାହିଁ । ଗବେଷଣା,ଅନୁସନ୍ଧାନ,କୃଷି,ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ ।
ତୁଳା
ତୁଳା
ଆଜିର କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କ ସହ ସଂମ୍ପର୍କ ଭଲ ରହି ନପାରେ । ସଭାସମିତି,ସାହିତ୍ୟ,ସାମ୍ବାଦିକତାରେ ପ୍ରଂଶସିତ ହେବେ । ଅବଶ୍ୟ ପାରିବାରିକ କ୍ଷେତ୍ରରେ ବିଶେଷ କିଛି ଅପ୍ରୀତିକର ପରିସ୍ଥିତିର ସମ୍ଭାବନା ନାହିଁ ।ଗବେଷଣା,ଅନୁସନ୍ଧାନ,କୃଷି,ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ ।
ବିଛା
ବିଛା
ନିଜର ଲୁକ୍କକାୟିତ କୈାଣସି ଅପୁରଣୀୟ ଆଶା ମନକୁ ବାରମ୍ବାର ଆଲୋଡିତ କରିବ । ଯାନ ବାହାନ,ଗୃହସୀମା,ଦୂର ବନ୍ଧୁ, ସଭାସମିତି,ଜମିଜମା,ନିକଟ ସମ୍ପର୍କୀୟ ମାନଙ୍କ ସ୍ଥିତି ମଧ୍ୟମ ପ୍ରକାରର ରହିବ । ଯାହାକୁ ବେଶୀ ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ବିଶେଷଙ୍କ ଦ୍ୱାରା ହିଁ ପ୍ରତାରିତ ହେବାକୁ ପଡିପାରେ ।
ଧନୁ
ଧନୁ
କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେବା କାରଣରୁ ମାନସିକ ସ୍ଥିତି ଭଲ ରହିନପାରେ । କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ । ସ୍ଥଗିତ କାମପାଇଁ ଅନ୍ୟକୁ କୈଫୟତ୍‌ ଦେବାକୁ ପଡିପାରେ । ସଭାସମିତିରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ମାନଙ୍କ ଦ୍ୱାରା ପ୍ରଶଂସିତ ହେବେ ।
ମକର
ମକର

ପରିସ୍ଥିତି ପ୍ରତି ସଜାଗ ରହି କାମ କରିବା ଭଲ ହେବ,ଅନ୍ୟଥା ମାନସିକ ଦୁଃଶ୍ଚିନ୍ତାରେ ପଡିବେ । ଈର୍ଷାପର ଲୋକ ମାନଙ୍କ ପାଖରୁ ଶୁଭ କାମନା ଆଶା କରିବା ବୃଥା ହେବ । ଭଲ କାମ କଲେ ମଧ୍ୟ ପ୍ରଶଂସା ପାଇବା କଷ୍ଟକର ହୋଇପାରେ । ଆନୁଷ୍ଠାନିକ ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।

କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଆକସ୍ମିକ କେତେକ ସମସ୍ୟା ଦେଖା ଦେବା କାରଣରୁ ନିର୍ମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ଦୀର୍ଘଦିନଧରି ଗୃହକୁ ପ୍ରତ୍ୟାବର୍ତନ ନକରିପାରିବାରୁ ପ୍ରବାସରେ ନିଃସଙ୍ଗତା ବୋଧ କରିପାରନ୍ତି ।
ମୀନମୀନ

ବାରମ୍ବାର ବହୁତ ଚିନ୍ତା କରିବା ପରେ କୈାଣସି ପଦେକ୍ଷପ ନେବା ଠିକ୍‌ ହେବ । ଯାତ୍ରା ସମୟରେ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହୟତାରୁ ଉପକୃତ ହେବେ । ବନ୍ଧୁମାନଙ୍କ ସହାୟତାରେ ସଭାସମିତିରେ ସଫଳତା ହାସଲକରିବେ ଏବଂ ଆନୁଷ୍ଠାନିକ କ୍ଷେତ୍ରରୁ ପ୍ରଶଂସିତ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri