Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨ ତାରିଖ – Daily Horoscope

ମେଷ
ପ୍ରତ୍ୟେକ ସମୟରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି । ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସ।ହପ୍ରଦ ହେବ ନାହିଁ । ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ ।
ବୃଷ
ବୃଷ

ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହା କି ଅନ୍ୟ ସମ୍ମୁଖରେ ମଧ୍ୟ ଆଦୌ କହିପାରିବେ ନାହିଁ । ଈର୍ଷାପରାୟଣ ହୋଇ ଖଳପ୍ରକୃତି ଲୋକମାନେ ବିରୋଧାଚରଣ କରିପାରନ୍ତି । ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ । ପାରିବାରିକ ସମସ୍ୟା ସୁଧାରି ନେବା ପାଇଁ ପ୍ରଯନତ୍ କରିବେ ।

ମିଥୁନ
ମିଥୁନ
ନିଜର ଲୋକମାନେ ଶତ୍ରୁତା କରି କେତେକ କାମ ପାଇଁ ପ୍ରତିବନ୍ଧକ ସାଜିବେ । ଆନୁଷ୍ଠାନିକ କାମ, ସଭାସମିତି, ସଂଗଠନ, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଏଜେନ୍ସିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ କେତେକ ଆକସ୍ମିକ ଅସୁବିଧା ଦେଖାଦେବା କାରଣରୁ ଆଜି ସହଜରେ କାମ ହାସଲ ହେବା କଷ୍ଟକର ହେବ । ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ପରିବାରରେ ବ୍ୟସ୍ତତା ବଢିପାରେ । ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବାରେ କୌଣସି ଅସୁବିଧା ହେବନାହିଁ ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ଆର୍ଥିକ ଅନଟନ କାମକୁ କେତେକାଂଶରେ ଅଟକାଇ ଦେଇପାରେ । ନିଜର ଲୋକମାନଙ୍କ ପରୋକ୍ଷ ବିରୋଧାଚରଣ ହେତୁ ସାମୟିକ ଚିନ୍ତିତ ରହିବାକୁ ପଡିପାରେ । ବାଣିଜ୍ୟ, ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ ।
କନ୍ୟା
ଆଜିର କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କ ସହ ସଂମ୍ପର୍କ ଭଲ ରହି ନପାରେ । ସଭାସମିତି,ସାହିତ୍ୟ,ସାମ୍ବାଦିକତାରେ ପ୍ରଂଶସିତ ହେବେ । ଅବଶ୍ୟ ପାରିବାରିକ କ୍ଷେତ୍ରରେ ବିଶେଷ କିଛି ଅପ୍ରୀତିକର ପରିସ୍ଥିତିର ସମ୍ଭାବନା ନାହିଁ । ଗବେଷଣା,ଅନୁସନ୍ଧାନ,କୃଷି,ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ ।
ତୁଳା
ତୁଳା
ଆଜିର କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କ ସହ ସଂମ୍ପର୍କ ଭଲ ରହି ନପାରେ । ସଭାସମିତି,ସାହିତ୍ୟ,ସାମ୍ବାଦିକତାରେ ପ୍ରଂଶସିତ ହେବେ । ଅବଶ୍ୟ ପାରିବାରିକ କ୍ଷେତ୍ରରେ ବିଶେଷ କିଛି ଅପ୍ରୀତିକର ପରିସ୍ଥିତିର ସମ୍ଭାବନା ନାହିଁ ।ଗବେଷଣା,ଅନୁସନ୍ଧାନ,କୃଷି,ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ ।
ବିଛା
ବିଛା
ନିଜର ଲୁକ୍କକାୟିତ କୈାଣସି ଅପୁରଣୀୟ ଆଶା ମନକୁ ବାରମ୍ବାର ଆଲୋଡିତ କରିବ । ଯାନ ବାହାନ,ଗୃହସୀମା,ଦୂର ବନ୍ଧୁ, ସଭାସମିତି,ଜମିଜମା,ନିକଟ ସମ୍ପର୍କୀୟ ମାନଙ୍କ ସ୍ଥିତି ମଧ୍ୟମ ପ୍ରକାରର ରହିବ । ଯାହାକୁ ବେଶୀ ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ବିଶେଷଙ୍କ ଦ୍ୱାରା ହିଁ ପ୍ରତାରିତ ହେବାକୁ ପଡିପାରେ ।
ଧନୁ
ଧନୁ
କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେବା କାରଣରୁ ମାନସିକ ସ୍ଥିତି ଭଲ ରହିନପାରେ । କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ । ସ୍ଥଗିତ କାମପାଇଁ ଅନ୍ୟକୁ କୈଫୟତ୍‌ ଦେବାକୁ ପଡିପାରେ । ସଭାସମିତିରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ମାନଙ୍କ ଦ୍ୱାରା ପ୍ରଶଂସିତ ହେବେ ।
ମକର
ମକର

ପରିସ୍ଥିତି ପ୍ରତି ସଜାଗ ରହି କାମ କରିବା ଭଲ ହେବ,ଅନ୍ୟଥା ମାନସିକ ଦୁଃଶ୍ଚିନ୍ତାରେ ପଡିବେ । ଈର୍ଷାପର ଲୋକ ମାନଙ୍କ ପାଖରୁ ଶୁଭ କାମନା ଆଶା କରିବା ବୃଥା ହେବ । ଭଲ କାମ କଲେ ମଧ୍ୟ ପ୍ରଶଂସା ପାଇବା କଷ୍ଟକର ହୋଇପାରେ । ଆନୁଷ୍ଠାନିକ ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।

କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଆକସ୍ମିକ କେତେକ ସମସ୍ୟା ଦେଖା ଦେବା କାରଣରୁ ନିର୍ମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ଦୀର୍ଘଦିନଧରି ଗୃହକୁ ପ୍ରତ୍ୟାବର୍ତନ ନକରିପାରିବାରୁ ପ୍ରବାସରେ ନିଃସଙ୍ଗତା ବୋଧ କରିପାରନ୍ତି ।
ମୀନମୀନ

ବାରମ୍ବାର ବହୁତ ଚିନ୍ତା କରିବା ପରେ କୈାଣସି ପଦେକ୍ଷପ ନେବା ଠିକ୍‌ ହେବ । ଯାତ୍ରା ସମୟରେ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହୟତାରୁ ଉପକୃତ ହେବେ । ବନ୍ଧୁମାନଙ୍କ ସହାୟତାରେ ସଭାସମିତିରେ ସଫଳତା ହାସଲକରିବେ ଏବଂ ଆନୁଷ୍ଠାନିକ କ୍ଷେତ୍ରରୁ ପ୍ରଶଂସିତ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri