Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୧୫ ତାରିଖ – Daily Horoscope

ମେଷ
ଆଜି ଆପଣ କର୍ମକ୍ଷେତରେ ଦୃଢ ପଦକ୍ଷେପ ନେଇ କାମ ହାସଲ କରି ପାରିିବେ। ବିବାଦୀୟ ପରିସ୍ଥିତିରେ ଅନ୍ୟ ଲୋକ ମାନଙ୍କ ଆଗରେ ମୁଣ୍ଡ ନୁଆଁଇବେ ନାହିଁ। ଅର୍ଥ, ପ୍ରଶାସନ, ଆଇନ, ସଭା ସମିତି, ଆନୁଷ୍ଠାନିକ କାମ ଓ ବନ୍ଧୁ ମିଳନ ହେତୁକ ଖୁସୀ ରହିବେ। ବନ୍ଧୁଙ୍କ ନିକଟରୁ ମନ ପସନ୍ଦର ଜିନିଷ ଲାଭ କରି ବିଶେଷ ଆନନ୍ଦ ଅନୁଭବ କରିବେ।
ବୃଷ
ବୃଷ
ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁଁ କାମ ଗୁଡିକ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ସାମାଜିକ ସ୍ତରରେ ଲୋକାଭିମୁଖୀ ଗଠନ ମୁଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ବ୍ୟବସାୟିକ ସଫଳତା ମିଳିବ ଓ କଳା ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବନ୍ଧୁଙ୍କ ଅନୁରୋଧକ୍ରମେ ସ୍ଥଗିତ କାମକୁ ସମ୍ପନ କରିବେ। ସହକର୍ମୀଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବେ। ପ୍ରତିଦ୍ୱନ୍ଦିତା କାରଣରୁ ବାଣିଜ୍ୟ, ବ୍ୟବସାୟରେ ମାନମାନାନ୍ତର ଦେଖା ଦେଇପାରେ। ଆମତ୍ୀୟ ମାନେ ଅସହଯୋଗ କରି ପାରନ୍ତି,ଯାହାକି ସାମୟିକ ସମସ୍ୟା ସୃଷ୍ଟି କରିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ। ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତରେ ପ୍ରତିଦ୍ୱନ୍ଦୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ଯେତେ ପାଇଲେ ମଧ୍ୟ ଅଭାବ ଲାଗି ରହିବା କାରଣରୁ ମନେ ମନେ ଅଶାନ୍ତି ଅନୁଭବ କରିପାରନ୍ତି।
ସି˚ହ
ସି˚ହ
ଆଜି ବିଭିନ୍ନ ଯୋଜନା ସମ୍ପର୍କୀୟ ଆଲୋଚନା, ଜମିଜମା ଏବଂ ଗାଡି ମୋଟର ମରାମତି ପ୍ରଭୃତି ସକାଶେ ବ୍ୟସ୍ତତା ବଢିଯିବ। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇବେ। ରାଜନୈତିକ ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
କନ୍ୟା
ଆଜି ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇ ଖୁସି ହେବେ। ସାହାଯ୍ୟ କରିବାକୁ କଥା ଦେଇଥିବା ଲୋକଟି ପରକ୍ଷଣରେ ଓଲଟା କଥା କହିପାରନ୍ତି। ଆମତ୍ୀୟସ୍ବଜନଙ୍କ ଆରୋଗ୍ୟ ପାଇଁ ଚିନ୍ତା ବଢିପାରେ। ବହୁତ ଦିନରୁ ରହି ଆସିଥିବା ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ବନ୍ଧୁ ମିଳନ ଅବକାଶରେ ସନ୍ତାନ ମାନଙ୍କ ବୈବାହିକ ପ୍ରସ୍ତାବର ଆଲୋଚନା କରିପାରନ୍ତି। ସଭାସମିତିରେ ଯୋଗ ଦେଇ ଲାଭବାନ ହେବେ ଓ ସମ୍ମାନ, ପ୍ରତିଷ୍ଠା ପାଇବେ। ତଥାପି ସ୍ବାତୀ ନକ୍ଷତ୍ରର ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ।
ବିଛା
ବିଛା
ବହୁତ ଦିନର ଆଶା ପୂରଣ ହେବା କାରଣରୁ ମନ ଉତ୍‌ଫୁଲ୍ଲିତ ରହିବ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ରହିଥିବା ବିବଦମାନ ସ୍ଥିତିରୁ ମୁକ୍ତି ମିଳିବ। ଅନ୍ୟର ଉଦ୍ଦେଶ୍ୟକୁ ବୁଝତ୍ ନ ପାରି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ଆବଶ୍ୟକତା ପୂରଣ ସକାଶେ ଧାର ସୁତ୍ରରେ ଅର୍ଥ ଆଣିବାକୁ ପଡିପାରେ।
ଧନୁ
ଧନୁ
ପରିବାର ମଧ୍ୟରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହୋଇପାରେ। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇପାରନ୍ତି। ଯାନ୍ତ୍ରିକ ତ୍ରୁଟି ଯୋଗଁୁ ଲକ୍ଷ୍ୟସ୍ଥଳକୁ ଠିକ୍‌ ସମୟରେ ଯାଇ ପାରିବେ ନାହିଁ।
ମକର
ମକର
ଆଜି ଦିନଟିରେ ଯେଉଁ କାମରେ ହାତ ଦେବେ,ସେଥିରେ ସଫଳତା ଅବଶ୍ୟମ୍ଭାବୀ। ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ବିଶୃଙ୍ଖଳିତ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ।
କୁମ୍ଭ
କୁମ୍ଭ
ଦୀର୍ଘଦିନହେଲା ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ଲାଭ କରି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହୋଇପାରନ୍ତି। ବାଣିଜ୍ୟ ଓ ବ୍ୟୟବସାୟରେ କିଛିନାକିଛି ସମସ୍ୟା ଅବଶ୍ୟ ପରିଲକ୍ଷିତ ହେବ।
ମୀନମୀନ
ବନ୍ଧୁଙ୍କ ସାହାଯ୍ୟ ହେତୁ ଆଜି କର୍ମକ୍ଷେତ୍ରରେ ଟେନସନ୍‌ କମିଯିବ। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହେବାର ଆଶଙ୍କାକୁ ଏଡାଇ ହେବନି। ଶିକ୍ଷା, ସନ୍ତାନ, ସମ୍ପର୍କ ସ୍ଥାପନ କ୍ଷେତରେ ଆଶାନୁରୂପ ସୁଫଳ ପାଇବେ ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri