ପାରିବାରିକ, ସାମାଜିକ ଓ ଆନୁଷ୍ଠାନିକ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବାର ସୂଚନା ରହିଛି। ବନ୍ଧୁଙ୍କ ଖାପଛଡ଼ା କଥା ଓ ବେଖାତିର ମନୋଭାବ ଯୋଗୁ ଚିନ୍ତାପ୍ରକଟ କରିବେ। କେତେକ ସ୍ଥାନରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଅନୁକମ୍ପାରୁ ଉପକୃତ ହୋଇପାରନ୍ତି।

ମେଷ ଆପଣ କଳାନୁରାଗୀ, ସଙ୍ଗୀତପ୍ରିୟ, ସାହିତ୍ୟରସିକ ଓ ଚଳଚ୍ଚିତ୍ରପ୍ରେମୀ ଭାବରେ ପ୍ରଶଂସିତ ହୋଇପାରନ୍ତି। ମଙ୍ଗଳଙ୍କ କୁପ୍ରଭାବରୁ ଦେହ ଖରାପ ରହିପାରେ। ଅଶ୍ୱିନୀ ନକ୍ଷତ୍ରର କାମ ଯଥା...
ମେଷ ଆଜି ପଦାଧିକାରୀଙ୍କ ପ୍ରୋତ୍ସାହନ ଲାଭକରି କାମକୁ ଉତ୍ସାହର ସହ କରିବେ। ପ୍ରତ୍ୟେକ ଦିଗରୁ ସୁବିଧା ଥିଲେ ମଧ୍ୟ ଭୁଲ୍ ବୁଝାମଣାରୁ ପାରିବାରିକ ଶାନ୍ତି ବ୍ୟାହତ...
ମେଷ ଅଷ୍ଟମ ଚନ୍ଦ୍ରଜନିତ ସମସ୍ୟା ଲାଗିରହିବା କାରଣରୁ ଗତକାଲିଠାରୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ବିଭିନ୍ନ...
ମେଷ ଆଜି ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ। ଅଭାବ ପୂରଣ ଦିଗରେ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ।...
ମେଷ ଆଜି କର୍ମକ୍ଷେତ୍ରରେ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ପାରିବାରିକ ଜୀବନରେ ଟେନ୍ସନ କିଛି ମାତ୍ରାରେ କମିଯାଇପାରେ। ପ୍ରତ୍ୟେକ କାମରେ ସହଯୋଗ...
ମେଷ ଆଜି ଅଶ୍ୱନୀ ନକ୍ଷତ୍ର ହଠାତ୍ କୌଣସି ନୀଚଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ପାରିବାରିକ କ୍ଷେତ୍ରରେ ମନ କଥା କାହାକୁ କହିପାରୁ ନ ଥିବେ...
ମେଷ ଭାଗ୍ୟସ୍ଥାନକୁ ମଙ୍ଗଳଙ୍କ ଦୃଷ୍ଟିଜନିତ ପାରିବାରିକ ଜୀବନରେ ସୌହାର୍ଦ୍ଦ୍ୟତା ଲାଭ ସାଙ୍ଗକୁ କାର୍ଯ୍ୟକ୍ଷେତ୍ର ପ୍ରତି ଉତ୍ସହିତ ରହିବେ। ସକାଳ ଯାତ୍ରା, ବ୍ୟବସାୟ ଓ ବନ୍ଧୁମିଳନ ପାଇଁ...
ମେଷ କୈାଣସି ବନ୍ଧୁଙ୍କ ନିକଟରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବା ସକାଶେ ପାରିବାରିକ ସମର୍ଥନ...