











ମନ କଥାକୁ ମନ ଭିତରେ ସାଇତି ରଖି କାମ କରିବାକୁ ବାଧ୍ୟ ହୋଇପାରନ୍ତି। ରୋଗପୀଡ଼ାରେ ଉପଶମ ଅନୁଭବ କରିବା ସହ ବନ୍ଧୁବର୍ଗଙ୍କ ସହାନୁଭୂତି ପାଇ ଖୁସିହେବେ। ବୈଷୟିକ ଅଭିବୃଦ୍ଧି ସହ ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା କ୍ଷେତ୍ର ସମସ୍ୟାର ସମାଧାନ ହେବ। ବ୍ୟବସାୟ, ଜମିଜମା କ୍ରୟବିକ୍ରୟ ଆଲୋଚନା ଫଳପ୍ରଦ ହୋଇପାରେ।












ମନ କଥାକୁ ମନ ଭିତରେ ସାଇତି ରଖି କାମ କରିବାକୁ ବାଧ୍ୟ ହୋଇପାରନ୍ତି। ରୋଗପୀଡ଼ାରେ ଉପଶମ ଅନୁଭବ କରିବା ସହ ବନ୍ଧୁବର୍ଗଙ୍କ ସହାନୁଭୂତି ପାଇ ଖୁସିହେବେ। ବୈଷୟିକ ଅଭିବୃଦ୍ଧି ସହ ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା କ୍ଷେତ୍ର ସମସ୍ୟାର ସମାଧାନ ହେବ। ବ୍ୟବସାୟ, ଜମିଜମା କ୍ରୟବିକ୍ରୟ ଆଲୋଚନା ଫଳପ୍ରଦ ହୋଇପାରେ।
ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...
ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...
ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...
ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...
ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...
ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍ଶିପ୍, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...
ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...
ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...
