











ସମସ୍ୟା ସମାଧାନର ରାସ୍ତା ପାଉ ନ ଥିବାରୁ ମାନସିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ପାରିବାରିକ ସହମତିରେ କାମ କରିଚାଲିଲେ କେତେକାଂଶରେ ଉପକୃତ ହେବେ। ସଭାସମିତିରେ ସଫଳତା ହାସଲ କରିବେ ଏବଂ ଅର୍ଥସଂକଟରୁ ରକ୍ଷା ପାଇପାରିବେ। ବନ୍ଧୁଙ୍କ ମାଧ୍ୟମରେ ଅପେକ୍ଷା କରିଥିବା ଖବରଟି ପାଇବା ସମ୍ଭାବନା ରହିଛି।












ସମସ୍ୟା ସମାଧାନର ରାସ୍ତା ପାଉ ନ ଥିବାରୁ ମାନସିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ପାରିବାରିକ ସହମତିରେ କାମ କରିଚାଲିଲେ କେତେକାଂଶରେ ଉପକୃତ ହେବେ। ସଭାସମିତିରେ ସଫଳତା ହାସଲ କରିବେ ଏବଂ ଅର୍ଥସଂକଟରୁ ରକ୍ଷା ପାଇପାରିବେ। ବନ୍ଧୁଙ୍କ ମାଧ୍ୟମରେ ଅପେକ୍ଷା କରିଥିବା ଖବରଟି ପାଇବା ସମ୍ଭାବନା ରହିଛି।
ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...
ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...
ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...
ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍ଶିପ୍, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...
ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...
ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...
ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...
ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...
