Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୧୫ ତାରିଖ – Daily Horoscope

ମେଷ
ଶୁକ୍ରଙ୍କ ପ୍ରଭାବରେ ଧନଲାଭ ସାଙ୍ଗକୁ ସମ୍ପର୍କୀୟଙ୍କ ଆଦର ଓ ସୌଜନ୍ୟତାରୁ ଖୁସି ରହିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ପରିସ୍ଥିତିବଶତଃ କେତେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ବୃଷ
ବୃଷ
ସ୍ବଗୃହୀ ରାଶ୍ୟାଧିପ ହେତୁ ବିବାଦରେ ମଧ୍ୟସ୍ଥତା, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ଅଂଶଗ୍ରହଣକରି ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ଉନ୍ନତି, ସାହିତ୍ୟ, କ୍ରୀଡ଼ା ପ୍ରଭୃତିରେ ସମସ୍ୟା ସମାଧାନ ହେବ। ଶିଳ୍ପ, ବାଣିଜ୍ୟ, ପରିବହନ, ଲେଖାପଢ଼ା ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
ମିଥୁନ
ମିଥୁନ
ବୁଧାଦିତ୍ୟ ଯୋଗ ପ୍ରଭାବରୁ ଆପଣଙ୍କ କଥା ଯେମିତି କାମ ମଧ୍ୟ ଠିକ୍‍ ସେମିତି ରହିବ। ବହୁଦିନ ହେଲା ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇଯିବ। ମାତ୍ର ସାମୟିକ ଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ବଳାଇ କର୍ମମୁଖର ହେବେ।
କର୍କଟ
କର୍କଟ
ଆଜି ଯାହା କହିବେ ତାହା କରି ଦେଖାଇବେ। ଶନି ପ୍ରଭାବରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ସେମିତି କିଛି ହେବନି। ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟିହୋଇ କାମ ସ୍ଥଗିତ ରହିଯାଇପାରେ। ସାଧାରଣ କଥାକୁ କେନ୍ଦ୍ରକରି ପାରିବାରିକ ଜୀବନରେ ବୁଝାମଣାରେ ବ୍ୟତିକ୍ରମ ସୃଷ୍ଟି ହୋଇପାରେ।
ସି˚ହ
ସି˚ହ
ପରିସ୍ଥିତିବଶତଃ ଗୁରୁ୍‍ତ୍ୱପୂର୍ଣ୍ଣ କାମକୁ ପଛକୁ ରଖିବା ସକାଶେ ବାଧ୍ୟହୋଇପାରନ୍ତି। ଋଣଭାରରେ ଅତିଷ୍ଠ ହେବା ସହ ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହେବେ। କିନ୍ତୁ ବାରମ୍ବାର ଚେଷ୍ଟାକରିବା କାରଣରୁ ବନ୍ଧୁଙ୍କ ନିକଟରୁ ପରିଶେଷରେ କିଛି ପାଇପାରନ୍ତି। କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା , ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇବେ।
କନ୍ୟା
କୌଣସି ଖଳଲୋକଙ୍କ କଥାରେ ପଡ଼ି ଭୁଲ୍‍ ମାର୍ଗର ଅନୁସରଣରେ ହଇରାଣ ହୋଇପାରନ୍ତି। କାମରେ ଅବହେଳା ଯୋଗୁ ଉପରିସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ। ମାଲିମକଦ୍ଦମା, ତର୍କବିତର୍କ, ସଭାସମିତି, ସଙ୍ଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ। କଚେରି ମାମଲାରେ ବିଜୟ ଯୋଗ ରହିଛି।
ତୁଳା
ତୁଳା
କର୍ମକ୍ଷେତ୍ରରେ ବ୍ୟତିକ୍ରମ କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ସାମାଜିକ ସ୍ତରରେ ବନ୍ଧୁଙ୍କ ଉପରେ ରାଗି ବିଭିନ୍ନ ପ୍ରକାର କଥା କହିବା କାରଣରୁ ବିବାଦ ବଢ଼ିପାରେ। ଶିଳ୍ପ, ବାଣିଜ୍ୟ, ରାଜନୀତି, ସାହିତ୍ୟ ଓ ସାମ୍ବାଦିକତାରେ ସନ୍ତୋଷଜନକ ଫଳ ପାଇବେ। ସ୍ବାସ୍ଥ୍ୟ ନିୟନ୍ତ୍ରଣ ଭିତରେ ରହିବା ସହ ପାରିବାରିକ ସ୍ଥିତି ପୂର୍ବପରି ରହିବ।
ବିଛା
ବିଛା
ଆଜି ଚନ୍ଦ୍ରଙ୍କ କୁପ୍ରଭାବ ଏବଂ ଦୁର୍ବଳ ମଙ୍ଗଳଜନିତ ମାନସିକ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଦବ୍ର୍ୟ ନଷ୍ଟହେବା କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି। ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ କ୍ରୀଡ଼ା,ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ବନ୍ଧୁଙ୍କୁ ପ୍ରିୟ କଥା କହି ଭୁଲ୍‍ ବୁଝାମଣାଜନିତ ସମସ୍ୟାକୁ ସୁଧାରିନେବେ। ପଡ଼ୋଶୀ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ଅପପ୍ରଚାର କରିପାରନ୍ତି। ଆଜିର ଯାତ୍ରା, ବ୍ୟବସାୟ ଓ ପରିବହନରୁ ଖୁସି ରହିବେ। ଦୀର୍ଘଦିନରୁ ବନ୍ଧୁଙ୍କ ନିକଟରେ ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ।
ମକର
ମକର
ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କମିଯିବାରୁ ଆଂଶିକ ଆଶ୍ୱସ୍ତି ଲାଭ କରିବେ। ଅଫିସ୍‍ କାମରେ ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି ା ରପ୍ତାନି କାରବାର, ନିର୍ମାଣ, ପରିବହନ, ବାଣିଜ୍ୟ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ। ସାହିତ୍ୟ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ପାଇବେ।
କୁମ୍ଭ
କୁମ୍ଭ
ଆଜି ମନ ଅଶାନ୍ତ ରହିଥିବା ହେତୁ ମାନସିକ ଅସ୍ଥିରତା ଲାଗି ରହିବ। ଜଣେ ବନ୍ଧୁ ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିପାରନ୍ତି। ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଫେରନ୍ତା ବାଟରେ ମିତ୍ର୍ରତା ସୃଷ୍ଟିକରି ସମ୍ପର୍କକୁ ଦୃଢ଼ୀଭୂତ କରିବାକୁ ଚେଷ୍ଟାକଲେ ସଫଳ ହେବେ।
ମୀନମୀନ

ଆଜି ଅଟକି ରହିଥିବା କାମ ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଆନୁଷ୍ଠାନିକ କାମରେ ଅର୍ଥ ଓ ସମ୍ମାନ ପାଇବାରେ ଅସୁବିଧା ହେବନାହିଁ। ଅବଶ୍ୟ ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ସାମୟିକ ରହି ନ ପାରେ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର...

ରାଶିଫଳ: ସୋମବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ପାରିବାରିକ ସମସ୍ୟାର ଅନ୍ତ ଘଟାଇବ। ବିବାଦର ସମାଧାନ ସଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri