











ସ୍ଥଗିତ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାରେ ଅଫିସିଆଲି କାମରେ ଟେନସନ୍ ବଢ଼ିପାରେ। ଆପଣଙ୍କ ପାରିବାରିକ ଉକତ୍ର୍ଷତା ପ୍ରତି ମିତ୍ରମାନେ ଈର୍ଷାପରାୟଣ ହୋଇପାରନ୍ତି। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ଦ୍ୱାରା ସାମାଜିକ ସ୍ତରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। କଚେରି ମାମଲା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବାର ଆଶା ରହିଛି।

