Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି, ହୋଟେଲ ଆଦି ବ୍ୟବସାୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଅଫିସରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ସମ୍ମାନ ଅକ୍ଷୁଣ୍ଣ ରହିବ।
ବୃଷ
ବୃଷ
ଧନାଧିପତି ଦୁଃସ୍ଥାନସ୍ଥ ଯୋଗୁ ଧାରକରଜ କରିବାକୁ ପଡ଼ିପାରେ। ପରିବାର ମଧ୍ୟରେ ନିଜର ପ୍ରାଧାନ୍ୟ ଜାହିରକଲେ ଭଲ ବଦଳରେ ତାହା ମନ୍ଦରେ ପରିଣତ ହେବ । ଆମତ୍ୀୟଙ୍କ ସମ୍ପର୍କରେ ଭୁଲ୍‍ ଖବର ପାଇ ବିବ୍ରତ ହେବେ। ଲେଖାପଢ଼ାରେ, ସଭାସମିତିରେ ଧୀରମନ୍ଥର ଗତିରେ କାମ କରିବା ଭଲହେବ।
ମିଥୁନ
ମିଥୁନ
ଅଷ୍ଟମଚନ୍ଦ୍ର ହେତୁ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟଧରି ରଖିପାରିଲେ ପାରିବାରିକ ଜୀବନ ଶୃଙ୍ଖଳିତ ହୋଇପାରିବ। କୌଣସି କାମ ଆରମ୍ଭକରି ଆମତ୍ତୃପ୍ତି ଲାଭ କରିପାରନ୍ତି। ସମସ୍ୟା ସମ୍ପର୍କରେ ସମାଧାନର ଦାୟିତ୍ୱ ନେବା ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଅତିଥି ଚର୍ଚ୍ଚାକୁ ନେଇ ପରିବାର ସହ ରହିବା ମୁସ୍କିଲ ହୋଇପାରେ।
କର୍କଟ
କର୍କଟ
ରାଶିକୁ ରାଶ୍ୟାଧିପତି ଅବଲୋକନ କରୁଥିବାରୁ ସ୍ବାସ୍ଥ୍ୟସମସ୍ୟା ସୁଧୁରିଯିବା ଆଶା କରାଯାଇପାରେ। ସରଳବିଶ୍ୱାସ ଯୋଗୁ କର୍ମକ୍ଷେତ୍ରରେ ନିଜ ଲୋକ ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ମୂଲ୍ୟବାନ୍‍ ଜିନିଷ କିଣାବିକାକୁ ନେଇ ଟଣାଓଟରା ଦେଖା ଦେବ। ପାରିବାରିକ ସ୍ଥିତି, ବ୍ୟବସାୟ କ୍ଷେତ୍ରରେ ଉନ୍ନତ ଫଳ ପାଇବେ।
ସି˚ହ
ସି˚ହ
ଆପଣ ଅନ୍ୟମାନଙ୍କ ଟେକାଟେକି କଥାରେ ଉତ୍‍ଫୁଲ୍ଲିତ ହୋଇ କାମକଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ବୃଥା ସନ୍ଦେହ କାରଣରୁ ନିଜଲୋକମାନଙ୍କୁ ଭୁଲ୍‍ ବୁଝିପାରନ୍ତି। ଆଜି ଦିନଟିରେ ବ୍ୟବସାୟ ଓ ପରିବହନ ବାଧାପ୍ରାପ୍ତ ହେବନାହିଁ। ଆର୍ଥିକ ସ୍ଥିତି ସୁଧୁରିଯିବା ଆଶାକରି କେତେକାଂଶରେ ଖୁସି ହେବେ।
କନ୍ୟା
ସବୁ ସୁବିଧା ଥିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଭୁଲ୍‍ ନିଷ୍ପତ୍ତି ହିଁ ସମସ୍ୟାକୁ ବଢ଼ାଇ ଦେଇପାରେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ଆପଣ ପାଟି ଖୋଲିଲେ ସହାୟତା କରିବେ। ପାରିପାର୍ଶ୍ୱିକ ଓ ପାରିବାରିକ ପରିସ୍ଥିତି ଭଲ ରହିବ। ଅଦାଲତ, ପ୍ରକାଶନ ଓ ପ୍ରଶାସନ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଶୁଭଫଳ ପାଇବେ ା
ତୁଳା
ତୁଳା
ଆର୍ଥିକ ଅନଟନ, ଶାରୀରିକ ପୀଡ଼ାଜନିତ ମନ ବିରସ ରହିପାରେ, କିନ୍ତୁ କୌଣସି କାମ ଅଟକିବ ନାହିଁ। ଗୃହ ସମସ୍ୟା ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଗାଡ଼ିର ଯାନ୍ତ୍ରିକ ତ୍ରୁଟି ଯାତ୍ରାକୁ ବିଳମ୍ବ କରିବ। ପାଖରେ ଥିବା ଲୋକଟିର କାର୍ଯ୍ୟକାଳାପ ସନ୍ଦେହଜନକ ହୋଇପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ କେତୁଗ୍ରହ ଅବସ୍ଥାନ କରିଥିବାରୁ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ଅନ୍ୟମନସ୍କତାରୁ ଦ୍ରବ୍ୟନଷ୍ଟଜନିତ କଳହ ଘଟିପାରେ। ସେବା ଓ ପରୋପକାର କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ପ୍ରଶଂସିତ ହୋଇପାରନ୍ତି। ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ରାଜନୀତି ଓ ରଚନାମତ୍କ କାମରେ ସମସ୍ୟା ଦୂରହୋଇଯିବ।
ଧନୁ
ଧନୁ
କର୍ମାଧିପ ଦ୍ୱାଦଶ ଭାବରେ ରହିଥିବାରୁ କାର୍ଯ୍ୟାରମ୍ଭରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ। ନିଜ ଲୋକ ବିଶ୍ୱାସଘାତକତା କରିପାରନ୍ତି। କିନ୍ତୁ କୌଣସି କାମ ଅଟକି ରହିବନାହିଁ। ପରିବାରର ଆବଶ୍ୟକତା ପୂରଣକରିବା ପାଇଁ ଧାରକରଜ କରିବାକୁ ପଡ଼ିପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ଗତାନୁଗତିକ ରୀତିରେ ଗଡ଼ିଚାଲିବ।
ମକର
ମକର
ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ସନ୍ଦେହ ଓ ଭୁଲ୍‍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ପିଲା ମାନଙ୍କ ସ୍ବାସ୍ଥ୍ୟ ଓ ବିଶୃଙ୍ଖଳିତ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ଶୁଭେଚ୍ଛୁମାନଙ୍କ ସାନ୍ନିଧ୍ୟ ଲାଭକରି ସତ୍‍ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ହିତୈଷୀ ବନ୍ଧୁଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ।
କୁମ୍ଭ
କୁମ୍ଭ
ଲାଭଭାବରେ ମଙ୍ଗଳ ରହିଥିବାରୁ ଆଜି ଦିନଟିରେ ବନ୍ଧୁଙ୍କ ସହଯୋଗ ଆଶା ନିରର୍ଥକ ହେବନାହିଁ। ବୁଧଙ୍କ ଶୁଭ ପ୍ରଭାବରୁ ଚିନ୍ତା କରିଥିବା କର୍ମାରମ୍ଭ କରିପାରନ୍ତି। ସାମାଜିକ ସ୍ତରରେ ପରୋକ୍ଷଶତ୍ରୁତା ଜନିତ ସମାଲୋଚନା ମନକୁ ଆନ୍ଦୋଳିତ କରିପାରେ। ଆଜି ଦିନଟିରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବାର ସୂଚନା ରହିଛି।
ମୀନମୀନ
କର୍ମକ୍ଷେତ୍ରରେ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ସ୍ନାୟବିକ ଦୁର୍ବଳତା ଅନୁଭବ କରିବା ଫଳରେ କାମ ପ୍ରତି ସ୍ପୃହା ରହିବ ନାହିଁ। ଆର୍ଥିକ ଦୁରବସ୍ଥା ସୁଧାରିବା ଦିଗରେ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ପରିଜନଙ୍କ ସହ ଦୂରଯାତ୍ରା ପ୍ରସ୍ତୁତିର ଶେଷ ପର୍ଯ୍ୟାୟରେ ଯାତ୍ରା ସ୍ଥଗିତ ରହିଯିବା ଆଶଙ୍କା ରହିଛି।

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri