Posted inRasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ
ସ୍ବାସ୍ଥ୍ୟ ଭଲ ରହିବ ଏବଂ ସାହସର ସହ ପ୍ରତ୍ୟେକ କାମକୁ ସମ୍ପନ୍ନ କରିପାରିବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡା ଲାଗିପାରେ। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ୍‌ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି ।
ବୃଷ
ବୃଷ
ଅତୀତ ସମସ୍ୟା ବୃଦ୍ଧି ପାଇବା ହେତୁ ମନରେ ନକାରାମତ୍କ ଭାବନା କେନ୍ଦ୍ରୀଭୂତ ହେବ। କର୍ମକ୍ଷେତ୍ରରେ ଏବଂ ବାଣିଜ୍ୟ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କିନ୍ତୁ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
ମିଥୁନ
ମିଥୁନ
ଆଜି ଆପଣ ବନ୍ଧୁ ମାନଙ୍କୁ ଆପେଣଇ ନେବାରେ ସମର୍ଥ ହେବେ। ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। କିନ୍ତୁ ପରିବାର ଭିତରେ ସମ୍ପର୍କ ହାନି ଯୋଗଁୁ ଚିନ୍ତା ପ୍ରକଟ କରି ପାରନ୍ତି । କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ।
କର୍କଟ
କର୍କଟ
ଆଜିର ପ୍ରତ୍ୟୁଷ ଯାତ୍ରା କାଳରେ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡିବେ। ବନ୍ଧୁମାନଙ୍କ ସହାୟତାରେ ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବ। ସଭାସମିତିରେ ବାଦାନୁବାଦ ମନ୍ତବ୍ୟ ହେତୁ କୈାଣସି ସିଦ୍ଧାନ୍ତରେ ପହଂଚିପାରିବେ ନାହିଁ। ପ୍ରତିକୁଳ ପରିସ୍ଥିତି ଯୋଗୁଁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୁର୍ଣ୍ଣ ନହୋଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ଆଜି ସତକଥା କହି ବିବାଦ ଘେରରେ ପଡି ପାରନ୍ତି। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍‌ କାୈଣସି କ୍ଷେତ୍ରରେ ଭାଙ୍ଗି ପଡନ୍ତୁ ହୁଅନ୍ତୁ ନାହିଁ।
କନ୍ୟା
ହଠାତ୍‌ କୈାଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେଇପାରେ। କର୍ମକ୍ଷେତ୍ରରେ ଲକ୍ଷ୍ୟ ପୂରଣ ସହ ସହଯୋଗ,ସୁଖ ସମ୍ମାନ ପାଇ ଖୁସି ହେବେ। ମଙ୍ଗଳ ଜନକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଟଙ୍କାପଇସା ଦେବା ନେବାକୁ କେନ୍ଦ୍ରକରି ସମାନ୍ୟ ଝଗଡା ସୃଷ୍ଟି ହୋଇପାରେ।
ତୁଳା
ତୁଳା
ଆଜି ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ବିଶାଖା ନକ୍ଷତ୍ରର କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ କିନ୍ତୁ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ।
ବିଛା
ବିଛା
ଯଥା ସମୟରେ ସବୁ କିଛି ହାତକୁ ନେଇଥିବା କାମ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ଧ୍ୟୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ମନୋରନରେ ଆଗ୍ରହୀ ହେବେ କିନ୍ତୁ ମାତ୍ରାଧିକ ଭ୍ରମଣ ହେତୁକ କ୍ଳାନ୍ତି ଅନୁଭବ କରିବେ।
ଧନୁ
ଧନୁ
ଅତି ଦରକାରୀ ଜିନିଷ ଗୁଡିକ ପରକୁ ଦେଇ ଅପଦସ୍ତ ହୋଇପାରନ୍ତି। ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାଯର୍‌ୟକାରୀ କରିବେ। କର୍ମକ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଆଜି ଆକସ୍ମିକ ଭାବରେ ନୁତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ମଧ୍ୟ ଜୁଟିବ।
ମକର
ମକର
ପାରିବାରିକ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଡ଼ିପାରେ। ସମ୍ପର୍କର ତିକ୍ତତା ବୃଦ୍ଧି ପାଉଥିବାରୁ ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ। ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ। ଆଶା କରିଥିବା କାମ ଶେଷ ପର୍ଯ୍ୟାୟକୁ ନେଇ ପାରିବେ।
କୁମ୍ଭ
କୁମ୍ଭ
ନୂତନ ଜିନିଷ କ୍ରୟ କରିବା ସକାଶେ ପାଇଁ ମନ ବଳିବ। ସାମାଜିକ ସ୍ତରରେ ନେତୃ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସନ୍ତୁ ନାହିଁ। ଯାତ୍ରା ସମୟରେ ପୁରାତନ ରୋଗପୀଡାରୁ ବିଶେଷ କଷ୍ଟ ପାଇବେ।
ମୀନମୀନ
ଆଜି ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡି ଯାଇଥିବ। ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରି ପାରନ୍ତି। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି । ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri