


ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ରୋହିଣୀ ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ସାବଧାନତା ଅବଲମ୍ବନ କରିବା ଭଲ। ସକାଳୁ ସକାଳୁ ଘରେ ଅସାବଧାନତା ବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ। ଅତୀତ ଘଟଣା କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ।








ଗତକାଲିର ସ୍ଥଗିତ କାମକୁ ପୂରା ଦମ୍ରେ କରିବା ପାଇଁ ନିଷ୍ପତ୍ତି ନେବେ। ସଭାସମିତି, ସଂଗଠନ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଶ୍ରବଣା ନକ୍ଷତ୍ରର ଭଉଣୀ କିମ୍ବା ସ୍ତ୍ରୀଙ୍କ ତରଫରୁ ସମସ୍ୟା ଆସିପାରେ। ଶତ୍ରୁ ଉପଦବ୍ର ସମ୍ପୂର୍ଣ୍ଣ ଭାବେ କମିଯିବାର ଅନୁଭବ କରିବେ।


କର୍ମକ୍ଷେତ୍ରରେ ହଠାତ୍ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଉତ୍ତରଭାଦ୍ରବ ନକ୍ଷତ୍ର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। ପରିବାରରେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ।