Posted inRasifala

ରାଶିଫଳ: ଗୁରୁବାର, ଜାନୁଆରୀ ୮ ତାରିଖ – Daily Horoscope

ମେଷ
ଆଜି ସୁଖସମୃଦ୍ଧି ବୃଦ୍ଧି, ଶୁଭଖବର ପ୍ରାପ୍ତି ସାଙ୍ଗକୁ ବନ୍ଧୁମିଳନରୁ ଖୁସି ରହିବେ। ସ୍ବାସ୍ଥ୍ୟସମସ୍ୟା ଦୂରୀଭୂତ ହେବାରୁ ଆଶ୍ୱସ୍ତି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ଶତ୍ରୁତା କରୁଥିବା ବ୍ୟକ୍ତି ଆପଣଙ୍କ କାମରେ ହସ୍ତକ୍ଷେପ କରି ସମସ୍ୟା ସୃଷ୍ଟି କରିବେ । ଅଶ୍ୱିନୀ ନକ୍ଷତ୍ର ସାହିତ୍ୟ କୃତି ଓ ସଙ୍ଗୀତ, ଚଳଚ୍ଚିତ୍ରରୁ ପ୍ରଶଂସିତ ହେବାର ସୁଯୋଗ ପାଇବେ।
ବୃଷ
ବୃଷ
ଯେତେ ଭଲ କାମ କରନ୍ତୁନା କାହିଁକି ନିଜଲୋକଙ୍କ ପରୋକ୍ଷ ସମାଲୋଚନାରୁ ମୁକୁଳି ପାରିବେ ନାହିଁ। ଆନୁଷ୍ଠାନିକ ଆଲୋଚନାକୁ କେନ୍ଦ୍ରକରି ମତପାର୍ଥକ୍ୟଜନିତ ସହମତି ହୋଇ ନ ପାରେ। ମୂଲ୍ୟବାନ ଜିନିଷ ହଜିଯିବାରୁ ବିରସ ମନରେ ସମୟ ବିତାଇବେ। ରୋହିଣୀ ନକ୍ଷତ୍ର ଆତ୍ମୀୟଙ୍କ ପ୍ରତି ଅନୁରକ୍ତ ହେବେ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟ ପ୍ରତି ସଚେତନ ନ ହେଲେ ପରେ ଅନୁତାପ କରିପାରନ୍ତି। ବହୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ଜରିଆରେ ପାଇ ଖୁସି ହେବେ। ମୃଗଶିରା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ, ଜମିଜମା, କଳକାରଖାନା, ହୋଟେଲ, ରେଷ୍ଟୁରାଣ୍ଟ ବ୍ୟବସାୟରୁ ସୁଫଳ ମିଳିବ। ପଡ଼ୋଶୀଙ୍କୁ କଥା ପ୍ରସଙ୍ଗରେ କୌଣସି ଗୋପନ କଥା କହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି।
କର୍କଟ
କର୍କଟ
ପରିବାରଠାରୁ ଦୂରରେ ରହିବା ହେତୁ ସମ୍ପର୍କ ହ୍ରାସଜନିତ ଅସ୍ଥିରତା ସୃଷ୍ଟିହେବ। ଅଶ୍ଳେଷା ନକ୍ଷତ୍ରର କୋର୍ଟକଚେରି ମାମଲାର ଆଶୁ ଶୁଣାଣି ହୋଇଯାଇପାରେ। ସ୍ନାୟବିକ ଦୁର୍ବଳତା କିମ୍ବା ଆଣ୍ଠୁ ଗଣ୍ଠିରେ ଦରଜଜନିତ ପୀଡ଼ା ଅନୁଭବ କରିପାରନ୍ତି। ସଭାସମିତି, ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣର ସୁଯୋଗ ପାଇବେ।
ସି˚ହ
ସି˚ହ
ଆର୍ଥିକ ପରିସ୍ଥିତି ସୁଧାରିବାକୁ ଯାଇ କରଜ କରିପାରନ୍ତି। କର୍ମକ୍ଷେତ୍ରର ସମସ୍ୟା ସମାଧାନ ଦିଗରେ ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିପାରନ୍ତି। ଉତ୍ତରାଫାଲଗୁନୀ ନକ୍ଷତ୍ର ଗଠନମୂଳକ ପ୍ରସ୍ତାବ ଦେଇ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପୁରାତନ ରୋଗ ପୀଡ଼ା, ଶତ୍ରୁତା, କରଜଦାତାଙ୍କ ଚାପ ସାଙ୍ଗକୁ ନିଜଲୋକମାନଙ୍କ ଆକ୍ଷେପୋକ୍ତି ମନକୁ ବାଧିବ।
କନ୍ୟା
ଶାରୀରିକ ସୁସ୍ଥତା, ଆର୍ଥିିକ ଅଭିବୃଦ୍ଧି ଏବଂ ପାରିବାରିକ ସୁଖସମୃଦ୍ଧିଜନିତ ଖୁସି ରହିବେ। ଚିତ୍ରା ନକ୍ଷତ୍ର ସାମାଜିକ ସ୍ତରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ହିତୈଷୀମାନେ ସମସ୍ୟା ସମାଧାନ ଦିଗରେ ତପତ୍ରତା ପ୍ରକାଶ କରିବେ। ଶିଳ୍ପ, ବାଣିଜ୍ୟର ଅଭିବୃଦ୍ଧି ସକାଶେ ନୂତନ ଯୋଜନାର ଆକଳନ କରିପାରନ୍ତି।
ତୁଳା
ତୁଳା
ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବା ସହ ସମସ୍ୟାର ସମାଧାନ କରିପାରିବେ। ସ୍ଥାନାନ୍ତର ଚିନ୍ତା ମନରେ ଘାରୁଥିଲେ ମଧ୍ୟ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇ ଖୁସି ହେବେ। ବିଶାଖା ନକ୍ଷତ୍ର ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ବ୍ୟବସାୟିକ ଉତ୍କର୍ଷ, ସତ୍‌ସଙ୍ଗର ସୁଯୋଗ, ବନ୍ଧୁସମ୍ପର୍କ ସ୍ଥାପନ ହେତୁ ଖୁସି ରହିବେ।
ବିଛା
ବିଛା
ଦୀର୍ଘଦିନରୁ ଚେଷ୍ଟା କରୁଥିବା କାର୍ଯ୍ୟହାସଲରେ ପ୍ରତିବନ୍ଧକ ଲାଗିରହିବ। ଆଲୋଚନା ସମୟରେ ଅନ୍ୟମନସ୍କଜନିତ ବନ୍ଧୁଙ୍କ କଥାକୁ ବୁଝି ପାରିବେ ନାହିଁ। ସାଧାରଣ କଥାରେ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟିହୋଇପାରେ। ଜ୍ୟେଷ୍ଠା ନକ୍ଷତ୍ର କର୍ମକ୍ଷେତ୍ରରେ ପଦସ୍ଥବ୍ୟକ୍ତିଙ୍କ ପରାମର୍ଶ ଲାଭ କରି ଆଶ୍ୱସ୍ତି ହେବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସମସ୍ୟା ସମାଧାନର ରାସ୍ତା ବାହାର କରିନେବେ। ଉତ୍ତରାଷାଢ଼ା ନକ୍ଷତ୍ରର ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ପରିବାରରେ ବନ୍ଧୁସମ୍ପର୍କ ସ୍ଥାପନ କିମ୍ବା ଆଗାମୀ ଶୁଭକାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି। ବାରମ୍ବାର ସମୟ ଗଡ଼ାଇ ଚାଲିଥିବାରୁ ଆତ୍ମୀୟସ୍ବଜନଙ୍କ ପ୍ରତିଶ୍ରୁତି ଉପରେ ଭରସା କରିପାରିବେ ନାହିଁ।
ମକର
ମକର
ଦାୟିତ୍ୱନିର୍ବାହର ତପତ୍ରତା ମଧ୍ୟରେ ପଦାଧିକାରୀଙ୍କ ଦ୍ୱାରା ଚାପର ସମ୍ମୁଖୀନ ହେବେ। ଗୃହ ନିର୍ମାଣ, ଜମିଜମା କାରବାର, ବେପାର, ପରିବହନ କ୍ଷେତ୍ରରେ ସମସ୍ୟା ଆସିପାରେ। ଶିକ୍ଷା, ଆଲୋଚନା, ସଭାସମିତି, ଚୁକ୍ତିପତ୍ର କ୍ଷେତ୍ରରୁ ସଫଳତା ପାଇବେ। ଶ୍ରବଣା ନକ୍ଷତ୍ର ସକାଶେ ଆତ୍ମୀୟମାନେ ଈର୍ଷାପରାୟଣ ହୋଇଉଠିବେ।
କୁମ୍ଭ
କୁମ୍ଭ
ବାରମ୍ବାର ବିଫଳତାଜନିତ ଅନ୍ୟମନସ୍କ ହେତୁ ପ୍ରତ୍ୟେକ କ୍ଷେତ୍ରରେ ବ୍ୟତିକ୍ରମ ଲାଗିରହିବ। ସତର୍କତା ଅଭାବରୁ ଶତଭିଷା ନକ୍ଷତ୍ରର ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢ଼ିଯିବ। ଶିଳ୍ପ, ବାଣିଜ୍ୟ, ପରିବହନ ପାଇଁ ଦିନଟି ବହୁତ ଭଲ। କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ହାସଲ କରିପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ନୂତନ ଖସଡ଼ା ପ୍ରସ୍ତୁତ କରିପାରନ୍ତି। ଅର୍ଥ ଲାଭ ସାଙ୍ଗକୁ ସାହିତ୍ୟ, ସଙ୍ଗୀତ ପ୍ରଭୃତି କ୍ଷେତ୍ରରେ ଥିବା ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ସହ ଆଲୋଚନା ପ୍ରସଙ୍ଗରେ ଅପ୍ରିୟ ସତ୍ୟ କହି ବିରୋଧୀ ହୋଇପାରନ୍ତି। ଉତ୍ତରଭାଦ୍ରପଦ ନକ୍ଷତ୍ର ପଡ଼ୋଶୀଙ୍କ ସହାୟତାରେ ଆଶା କରିଥିବା ଜିନିଷ ଲାଭ କରି ଖୁସି ହେବେ।

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଫେବୃଆରୀ ୨୮ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଆର୍ଥିକ ଅଭିବୃଦ୍ଧିଜନିତ ମାନସିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ପରୋକ୍ଷ ଶତ୍ରୁତାଜନିତ କାର୍ଯ୍ୟହାନି ଘଟିପାରେ । କୃତ୍ତିକା ନକ୍ଷତ୍ର ସକାଶେ ପ୍ରତ୍ୟେକ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସଫଳ ହେବେ। ଆତ୍ମୀୟଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟିକଲେ ମଧ୍ୟ କାମ ଅଟକିବ ନାହିଁ। ଶିଳ୍ପ,…

ରାଶିଫଳ: ଗୁରୁବାର, ଫେବୃଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଦେବଗୁରୁଙ୍କ ସହ ଚନ୍ଦ୍ର ଭାଗ୍ୟସ୍ଥାନକୁ ଦେଖୁଥିବାରୁ ସୌଭାଗ୍ୟ ପ୍ରଦାୟକ ରହିବେ। କୃତି, କୃତିତ୍ୱ ଓ ବାଗ୍ମିତାକୁ ନେଇ ବନ୍ଧୁ ଗହଣରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ…

ରାଶିଫଳ: ବୁଧବାର, ଫେବୃଆରୀ ୨୫ ତାରିଖ – Daily Horoscope

ମେଷ ଆଜି ରାହୁଙ୍କ ନକ୍ଷତ୍ରରେ ରବି ହେତୁ ବୟସ୍କବ୍ୟକ୍ତି କିମ୍ବା ସରକାରୀ କର୍ମଚାରୀଙ୍କ ସହ ଯୁକ୍ତିତର୍କ ଲାଗିପାରେ। ହାତକୁ ନେଇଥିବା କାମକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ନିକଟତର…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୨୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ ସଫଳତା ପାଇବେ। କୃତ୍ତିକା ନକ୍ଷତ୍ର ସକାଶେ ପଡ଼ୋଶୀଙ୍କ ପ୍ରତିବାଦ କାରଣରୁ ନିର୍ମାଣାଧୀନ କାମ ଅଟକିବ। ବିବାଦୀୟ କଥାରେ…

ରାଶିଫଳ: ସୋମବାର, ଫେବୃଆରୀ ୨୩ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତିର ସୁପ୍ରଭାବରେ ପ୍ରତ୍ୟେକ କାମ ସମ୍ପନ୍ନ କରିପାରିବେ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। କର୍ମକ୍ଷେତ୍ରରୁ ସହକର୍ମୀଙ୍କ ସାହାଯ୍ୟରେ ଆଶା…

ରାଶିଫଳ: ରବିବାର, ଫେବୃଆରୀ ୨୨ ତାରିଖ – Daily Horoscope

ମେଷ ଆଜି ଜନ୍ମ ଚନ୍ଦ୍ର ଯୋଗୁ ପ୍ରତ୍ୟେକ କାମ ଯଥା ସମୟରେ ସମ୍ପନ୍ନ ହେବ, କିନ୍ତୁ ଟିକିଏ ସମସ୍ୟା ମଧ୍ୟ ରହିବ। ପାରିବାରିକ ମତାନ୍ତରକୁ କେନ୍ଦ୍ରକରି ନୂତନ…

ରାଶିଫଳ: ଶନିବାର, ଫେବୃଆରୀ ୨୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ଦଶମ ସ୍ଥାନରେ ଆପଣଙ୍କୁ କର୍ମୋନ୍ନତି ଓ ବକେୟା ଅର୍ଥ, ସାମାଜିକ ସମ୍ମାନ ପ୍ରଦାନ କରିବେ। ଚତୁର୍ଥାଧିପତି ଶନିଙ୍କ ସହ ଦୁଃସ୍ଥାନରେ ଥିବାରୁ ପରିବାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri