Posted inRasifala

ରାଶିଫଳ: ଶୁକ୍ରବାର, ନଭେମ୍ବର ୪ ତାରିଖ – Daily Horoscope

ମେଷ
ଆଜି ରାହୁ ଓ ଚନ୍ଦ୍ର କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ। ସାହିତ୍ୟ, ସଙ୍ଗୀତ କ୍ଷେତ୍ରରୁ ସୁଫଳ ମିଳିବ। ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହେବେ।
ବୃଷ
ବୃଷ
ଆପଣ କଥାବାର୍ତ୍ତାର ମଙ୍ଗଳଜନିତ କଠୋରତା ହେତୁ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବୁଲିବେ। ଫାଇଲ୍‌ କାମ ବୃଦ୍ଧି କାରଣରୁ ଘରକଥା ବୁଝିବାକୁ ସମୟ ପାଇବେ ନାହିଁ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇ ପାରେ । ନୂତନ ଭାବରେ ନିର୍ମାଣ ହୋଇଥିବା ଗୃହସଜ୍ଜାରେ ମନୋନିବେଶ କରି ଖୁସି ହେବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଆଶାନୁରୂପ ସଫଳତା ହାସଲ କରିପାରିବେ ନାହିଁ। ପୁନଶ୍ଚ ଷଷ୍ଠାଧିପତିଙ୍କ ପ୍ରଭାବରେ ଖଳପ୍ରକୃତି ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ସହକର୍ମୀଙ୍କ ପାଇଁ ନିଜେ ହଇରାଣ ହେବେ ଏବଂ ଟେନ୍‌ସନ କିିଛି ମାତ୍ରାରେ ଲାଗିରହିବ। ପରିବାରରେ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହୋଇପାରନ୍ତି ।
କର୍କଟ
କର୍କଟ
କେନ୍ଦ୍ରସ୍ଥ ଶନି ଓ ରାହୁଙ୍କ ସୁପ୍ରଭାବରୁ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । କର୍ମକ୍ଷେତ୍ରରେ ଧୀରେ ସୁସ୍ଥେ ଗତି କରି ସଫଳତା ପାଇବେ। ସନ୍ତାନ ହେତୁକ ପୀଡ଼ା ଅନୁଭବ କରିପାରନ୍ତି। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ସି˚ହ
ସି˚ହ
ତୃତୀୟସ୍ଥ ଏକାଧିକ ଗ୍ରହଜନିତ ପାରିବାରିକ କ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ। ଆଜିର ଫେରିବା ବାଟରେ କୌଣସି ଅପରିଚିତଙ୍କ ସହ ମିତ୍ରତା ସୃଷ୍ଟି କରିପାରନ୍ତି । କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ।
କନ୍ୟା
ଧନସ୍ଥାନରେ ଗ୍ରହଙ୍କ ସମାବେଶ ହେତୁ ଆର୍ଥିକ ଅନଟନ କର୍ମକ୍ଷେତ୍ରକୁ ପ୍ରଭାବିତ କରିବ। ଦୁର୍ଭାବନା ବଢ଼ିଚାଲିବା ଫଳରେ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ। ନୂତନ କର୍ମାରମ୍ଭରେ ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି। ସ୍ଥଗିତ କାମଟି ଜଣେ ବନ୍ଧୁଙ୍କ ସହଯୋଗରୁ ହାସଲ ହେବାର ଆଶା ରହିଛି।
ତୁଳା
ତୁଳା
ସପ୍ତମ ସ୍ଥାନକୁ ଏକାଧିକ ଗ୍ରହ ଦୃଷ୍ଟି ହେତୁ ବହୁ ଲୋକଙ୍କ ଉପସ୍ଥିତିରେ ପାରିବାରିକ ସମସ୍ୟାର ସମାଧାନ ହୋଇପାରେ। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। କ୍ରୀଡ଼ା, ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ସଫଳ ହେବେ।
ବିଛା
ବିଛା
ଅଷ୍ଟମସ୍ଥ ମଙ୍ଗଳଜନିତ ସମସ୍ୟା ଲାଗିରହିବ ଓ ପେଟ, ପିଠିରୋଗରେ କଷ୍ଟ ପାଇବେ। ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ। କୌଣସି ଯୁବକଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପିଲାମାନଙ୍କ ପାଇଁ ଗର୍ବ ଅନୁଭବ କରିବେ।
ଧନୁ
ଧନୁ
ଶନି ଦୃଷ୍ଟ ଗୁରୁଜନିତ ଯୋଜନାଗୁଡିକୁ ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ । ସାମାଜିକ ସ୍ତରରେ ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ଗୁରୁପାକ ଦ୍ରବ୍ୟ ଭୋଜନରୁ ଅଜୀର୍ଣ୍ଣ ଓ ଆମାଶୟ ଦେଖା ଦେଇପାରେ।
ମକର
ମକର
କ୍ରନିକ ରୋଗଜନିତ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ତଥାପି ସ୍ଥଗିତ ରହିଯାଇଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁଙ୍କ ନିକଟରୁ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଆଲୋଚନା ସମୟରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି।
କୁମ୍ଭ
କୁମ୍ଭ
ଦୁଃସ୍ଥାନସ୍ଥ ଗ୍ରହଜନିତ ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ।
ମୀନମୀନ
କେନ୍ଦ୍ରସ୍ଥ ମଙ୍ଗଳଜନିତ କାରଣରୁ ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବେ। ଆଜି ଦିନ ମଧ୍ୟରେ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri