Posted inRasifala

ରାଶିଫଳ: ସୋମବାର, ଅଗଷ୍ଟ ୨୪ ତାରିଖ – Daily Horoscope

ମେଷ
ମଙ୍ଗଳଙ୍କ ସପ୍ତମରେ ଚନ୍ଦ୍ର ଯୋଗୁ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। ସତର୍କତା ଅଭାବରୁ ଧନହାନି ଘଟିବାର ସୂଚନା ରହିଛି । କୌଣସି ବିଜାତୀୟ ବ୍ୟକ୍ତିର ଶତ୍ରୁତା ହେତୁ କୌଣସି କାମ ଶୃଙ୍ଖଳିତ ଭିତ୍ତିରେ ହୋଇପାରିବ ନାହିଁ । ବ୍ୟବସାୟ କ୍ଷେତ୍ର, କଳା, ଗବେଷଣା ଓ ଅନୁସନ୍ଧାନାଦି କାର୍ଯ୍ୟରେ ପ୍ରତିଷ୍ଠାର୍ଜନ କରିବେ ।
ବୃଷ
ବୃଷ

କେତେକ କ୍ଷେତ୍ରରେ ସବୁକିଛି ଠିକ୍‌ଠାକ୍‌ ଚାଲିଥିଲେ ମଧ୍ୟ ଫଳ ମିଳିବ ଓଲଟା, ଯାହାକୁ ନିଜର ବୋଲି ଖୋଲା ମନ ନେଇ ଗୋପନୀୟ କଥା କହିବେ, ସେ ଦୁର୍ବଳତାର ସୁଯୋଗ ନେଇ ଫାଇଦା ଉଠାଇପାରେ । ଆର୍ଥିକ ସମସ୍ୟା, ପାରିବାରିକ ଦ୍ୱନ୍ଦ୍ୱ କେତେକାଂଶରେ ଦୂରୀଭୂତ ହେବ । ଅବଶ୍ୟ ନୂତନ ଯୋଜନାରେ କୃତକାଯର୍‌ୟ ହେବେ ।

ମିଥୁନ
ମିଥୁନ
ପାରିବାରିକ ସମସ୍ୟା ହିଁ ଆଜିର ମୁଖ୍ୟ ଦୁଶ୍ଚିନ୍ତାର କାରଣ ହେବ । ଏହା ସଙ୍ଗକୁ ଦେହ ଭଲ ନ ଲାଗିବା କାରଣରୁ ମଧ୍ୟ ନିରୁତ୍ସାହିତ ରହିବେ । ନିଜ ନିଜର ସ୍ବାର୍ଥସାଧନ ସକାଶେ ବନ୍ଧୁମାନେ ଆପଣଙ୍କ ଉପରୁ ନଜର ହଟାଇବେ । ସରକାରୀ କ୍ଷେତ୍ରରୁ ଆଦେଶ ପାଇ ଦୂରଯାତ୍ରା କରିବାକୁ ପଡିପାରେ ।
କର୍କଟ
କର୍କଟ
ଶୁକ୍ର ପାପଗ୍ରହ ରାହୁ ଯୁକ୍ତ କାରଣରୁ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ଆର୍ଥିକ ଅବସ୍ଥା ଭଲ ନ ହେଲେ ମଧ୍ୟ ମନ୍ଦ ହେବ ନାହିଁ । କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ ।
ସି˚ହ
ସି˚ହ
ବୁଧାଦିତ୍ୟ ଯୋଗ ପ୍ରଭାବରେ କୌଣସି ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ଆଜି ଯୋଡି ହୋଇଯିବ । କାମ ହାସଲ ପରିପ୍ରେକ୍ଷୀରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରନ୍ତି । ଉଦାରତା ଗୁଣରୁ ପ୍ରଶଂସା ପାଇପାରନ୍ତି ।
କନ୍ୟା
ଚତୁର୍ଥସ୍ଥ କେତୁ ଯୁକ୍ତ ବୃହସ୍ପତି କାରଣରୁ ପରିବେଶ ଓ ପରିସ୍ଥିତି ବଦଳିଯିବ । ଲୋଭନୀୟ ପ୍ରତିଶ୍ରୁତି ମାଧ୍ୟମରେ ଯାହାକୁ ନିଜ ସପକ୍ଷରେ ଆଣିବାକୁ ଚାହୁଁଛନ୍ତି, ତାହା ଭଲ ହୋଇ ନ ପାରେ । ସାଂସ୍କୃତିକ, ନୈତିକ ଓ ଆନୁଷ୍ଠାନିକ କ୍ଷେତ୍ରରେ ଲକ୍ଷ୍ୟ ହାସଲରେ ସମର୍ଥ ହେବେ । ଅସାବଧାନତାରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ ।
ତୁଳା
ତୁଳା
ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ ମଧ୍ୟ କରିପାରିବେନି । ବନ୍ଧୁ କିମ୍ବା ସହକର୍ମୀଙ୍କର ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁନାହିଁ । ଦୈହିକ ଦୁର୍ବଳତା ସଙ୍ଗକୁ ଭୁଲ୍‌ ବୁଝାମଣା ଦାମ୍ପତ୍ୟ ଜୀବନକୁ ବିଶୃଙ୍ଖଳିତ କରିପାରେ । ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ମଧ୍ୟ ନୈରାଶ୍ୟଜନକ ସ୍ଥିତି ଲାଗି ରହିବ ।
ବିଛା
ବିଛା
ଆଜିର ଦ୍ୱାଦଶସ୍ଥ ପ୍ରଭାବରେ ଚନ୍ଦ୍ର ଆତ୍ମୀୟସ୍ବଜନ ମାନଙ୍କ ଅନାଦର ଭାବ ଓ ବେଖାତିର କଥାରୁ ଦୁଶ୍ଚିନ୍ତା ବଢିଯିବ । ଅସଜଡା ପରିବାରକୁ ସଜାଡିବା ସକାଶେ ବନ୍ଧୁମାନଙ୍କର ପରାମର୍ଶ ନେଇ ପାରନ୍ତି । ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନସ୍ଥ କରିବେ । ବ୍ୟବସାୟ,ବାଣିଜ୍ୟ,ଏକ ପ୍ରକାରର ଚଳନୀୟ ରହିବ ।
ଧନୁ
ଧନୁ
ଆଜି ଦିନସାରା କଠୋର ପରିଶ୍ରମଜନିତ ଶାନ୍ତିରେ ସୁନିଦ୍ରା ମଧ୍ୟ ନ ହୋଇପାରେ । କୌଣସି ନୂତନ କର୍ମାରମ୍ଭର ପରିକଳ୍ପନା କରିପାରନ୍ତି । ଉତ୍ତରାଷାଢା ନକ୍ଷତ୍ରର ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରି ନିରୁତ୍ସାହତା ସୃଷ୍ଟି କରିବ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ତରଫରୁ ଚାପର ସମ୍ମୁଖୀନ ହୋଇପାରନ୍ତି ।
ମକର
ମକର

ଆଜିର ଯାତ୍ରା, ବାଣିଜ୍ୟ, ବିବାଦୀୟ ପରିସ୍ଥିତି, ଆଲୋଚନା, ସଭାସମିତି ପ୍ରଭୃତିରୁ ସନ୍ତୋଷଜନକ ଫଳ ପାଇବେ । ଯାତ୍ରାରେ ଯାନ୍ତ୍ରିକ ତ୍ରୁଟିଜନିତ ସମସ୍ୟା ଦ୍ୱିଗୁଣିତ ହୋଇପାରେ । ଦୀର୍ଘଦିନର ବକେୟା ଅର୍ଥ ବନ୍ଧୁଙ୍କ ସହାୟତାରେ ଆଜି ପ୍ରାପ୍ତ ହେବ । କଳା, ସାହିତ୍ୟ, କ୍ରୀଡା, ସଙ୍ଗୀତ, ଚଳଚ୍ଚିତ୍ରାଦି କ୍ଷେତ୍ରରେ ସମସ୍ୟା ହଟିଯିବ ।

କୁମ୍ଭ
କୁମ୍ଭ
ଆଜିର କାମଗୁଡିକ ବହୁତ ବିଳମ୍ବିତ ସମୟରେ ସମ୍ପନ୍ନ ହେବ । ଅନ୍ୟମାନଙ୍କ ନିକଟରୁ ସାହାଯ୍ୟ ଆଶା ନିରର୍ଥକ ହୋଇପାରେ । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ । ଭ୍ରମଣ ରାଜନୀତି, ପ୍ରଶାସନ, ସଭାସମିତି, ସଂଗଠନ, ରାଜନୀତି ପାଇଁ ଭଲ ।
ମୀନମୀନ

ଆଜିର ଗ୍ରହସ୍ଥିତି ଆପଣଙ୍କୁ ତ୍ୱରିତ୍‌ ନିଷ୍ପତ୍ତି ନେବାରେ ସହାୟକ ହେବନାହିଁ । କୌଣସି ମନ୍ଦ ଉଦ୍ଦେଶ୍ୟ ରଖି ଶତ୍ରୁମାନେ ମିତ୍ରଭଳି ଆଚରଣ କରିପାରନ୍ତି । ଆନୁଷ୍ଠାନିକ ଉସତ୍ବାରମ୍ଭ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri