Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କର ଅସମ୍ପୂର୍ଣ୍ଣ କାମ ସମ୍ପୂର୍ଣ୍ଣ ହେବ,ବିବାଦର ସମାଧାନ,ଅବୁଝା ବନ୍ଧୁଙ୍କୁ ବୁଝାଇ ମନେଇବାରେ ମଧ୍ୟ ସମର୍ଥ ହେବେ। ମନ ଚାହୁଁଥିବା ଜିନିଷ ଲାଭ କରିବା ଦିଗରେ ଚେଷ୍ଟା ଅବ୍ୟାହତ ରଖିଲେ ଆଶା ଅପୂରଣୀୟ ରହିବ ନାହିଁ। ଦ୍ୱିଜା ନକ୍ଷତ୍ରର ବାଣିଜ୍ୟ, ଯାତ୍ରା ଓ ବନ୍ଧୁମିଳନରୁ ଆନନ୍ଦିତ ହେବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଅବହେଳା ଜନିତ ଅଟକି ରହିଥିବା କାମ ଗୁଡିକୁ ତ୍ୱରାନ୍ବିତ କରିପାରିବେ। ଆଶା କରୁଥିବା ଦିଗରୁ ଧନପ୍ରାପ୍ତି ସହ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଜମିଜମା, କଚେରୀ ମାମଲା ଓ ଲେଖାପଢା ଦିଗରୁ ଉପକୃତ ହେବେ। ରୋହିଣୀ ନକ୍ଷତ୍ର ଆତ୍ମିୟଙ୍କ ସ୍ନେହ,ଶ୍ରଦ୍ଧା ଓ ସଦିଛା ଦାନରେ ସହାୟକ ହୋଇପାରନ୍ତି।
ମିଥୁନ
ମିଥୁନ
ଚେଷ୍ଟା କରୁଥିବା ଦିଗରୁ ଅର୍ଥଲାଭ ଓ ସମ୍ମାନ ସଙ୍ଗକୁ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସୀ ରହିବେ। ପରିବାରର ଆବଶ୍ୟକତାକୁ ନେଇ ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଯାତ୍ରାକାଳରେ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ପୁନର୍ବସୁ ନକ୍ଷତ୍ର ବ୍ୟବସାୟ ଓ ପରିବହନରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।
କର୍କଟ
କର୍କଟ
ଭାବପ୍ରବଣବଶତଃ ନିଜ କ୍ଷମତାର ଅପବ୍ୟବହାର କରି ବିରକ୍ତିକର କଥା କହି ଅପଦସ୍ତ ହେବେ। ଅଶ୍ଳେଷା ନକ୍ଷତ୍ର ବନ୍ଧୁଙ୍କ କଥାରେ ପ୍ରଭାବିତ ଭୂଲ ମାର୍ଗର ଅନୁସରଣ କରିପାରନ୍ତି। ନୂତନ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବାର ସୂଚନା ରହିଛି । ମାାଙ୍ଗଳିକ କାମ ସକାଶେ ସମ୍ପର୍କୀୟଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।
ସି˚ହ
ସି˚ହ
ଆପଣଙ୍କ କଥା ଓ କାମରେ ମେଳ ନରହିବା କାରଣରୁ ଆପଣ ଅନ୍ୟମାନଙ୍କ ସକାଶେ ଅବିଶ୍ୱାସର ପାତ୍ର ହୋଇପାରନ୍ତି। ପାରିବାରିକ ଆବଶ୍ୟକତାକୁ ନେଇ ବ୍ୟୟର ମାତ୍ରା କ୍ରମଶଃ ବୃଦ୍ଧି ହେତୁ ଅବସାଦଗ୍ରସ୍ଥ ହେବେ। ମଘା ନକ୍ଷତ୍ର ଈର୍ଷା ପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
କନ୍ୟା
ଅନ୍ୟାୟ ବିରୋଧରେ ସ୍ବର ଉଠାଇ ସମସ୍ୟାକୁ ନିମନ୍ତ୍ରଣ କରିବେ। ପରୋକ୍ଷ ଶତ୍ରୁତା, ଋଣ ଉଠାଣ, ଲଟେରୀରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଉତରାଫାଲଗୁନୀ ନକ୍ଷତ୍ର ବନ୍ଧୁ ପରିଜନଙ୍କ ସହିତ ଦୂରସ୍ଥାନକୁ ଯାତ୍ରା କରିବାର ସୁଯୋଗ ଜୁଟିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।
ତୁଳା
ତୁଳା
ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କଲେ ସଫଳତା ପାଇପାରନ୍ତି। ଆଧ୍ୟାତ୍ମିକ ପ୍ରବଚନ,ସାହିତ୍ୟ ଚର୍ଚ୍ଚା,ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ବିଶାଖା ନକ୍ଷତ୍ରର ଶାରୀରିକ ସୁସ୍ଥତା ବାରମ୍ବାର ବ୍ୟାହତ ହେବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ।
ବିଛା
ବିଛା
ପାରିପାଶ୍ୱିକ ପରିବେଶ ଓ ପରିସ୍ଥିତିକୁ ନେଇ ଅସ୍ଥିରତା ସୃଷ୍ଟି ହୋଇପାରେ। ଅନୁରାଧା ନକ୍ଷତ୍ର ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଯାତ୍ରା କରିବାକୁ ପ୍ରସ୍ତୁତିପର୍ବ କରିପାରନ୍ତି। ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହୋଇପାରେ। ରାଜନୈତିକ ସ୍ଥିତି, ଅର୍ଥନୈତିକ ପ୍ରଗତି ସଙ୍ଗକୁ ସାମାଜିକ ପ୍ରତିଷ୍ଠା ମଧ୍ୟ ବୃଦ୍ଧି ପାଇବ।
ଧନୁ
ଧନୁ
ନିଜ ଲୋକ ମାନଙ୍କ ଚକ୍ଷୁଶୂଳର କାରଣ ସ୍ବରୂପ ଶ୍ରଦ୍ଧା,ସମ୍ମାନ ଓ ଆଦରର ନ୍ୟୂନତା ଉପଲବ୍ଧତ୍ କରିବେ। କର୍ମକ୍ଷେତ୍ରରେ ଅସହଯୋଗ କାରଣ ଜନିତ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ। ପୂର୍ବାଷାଢା ନକ୍ଷତ୍ର କୈାଣସି ବିଶ୍ୱସନୀୟ ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି।
ମକର
ମକର
କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପୃଷ୍ଠ ସାହାର୍ଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ଧନିଷ୍ଠା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ,ପରିବହନ ଓ ଏଜେନ୍ସିପରୁ ଖୂସି ରହିବେ। ବିବଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତା କଲେ ଅପଦସ୍ଥ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଧୈର୍ଯ୍ୟ ଓ ସାହସିତାର ଭିତିଭୂମିରେ କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଘର ସାଜସଜ୍ଜାରେ ,ଆନୁଷ୍ଠାନିକ କାମରେ,ମେଳା ମଉସତ୍ବର ନୃତ୍ୟ ଓ ସଙ୍ଗୀତରେ ମଜିରହିପାରନ୍ତି। ଶତଭିଷା ନକ୍ଷତ୍ର ବନ୍ଧୁଙ୍କ ସହ ଆଜିର ଆଲୋଚନା ନିଷ୍ଫଳ ହବେନାହିଁ।
ମୀନମୀନ
ଆପଣଙ୍କ ଲୋକପ୍ରିୟତା ଓ ପ୍ରତିଷ୍ଠା ଅନ୍ୟ ମାନଙ୍କର ଗାତ୍ରଦାହର କାରଣ ହୋଇପାରେ। ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ସୃଷ୍ଟି ହେବାର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ କୈାଣସି ବନ୍ଧୁ ଅସହଯୋଗ କରି ସମସ୍ୟାର କେନ୍ଦ୍ରବିନ୍ଦୁ ପାଲଟି ଯାଇପାରନ୍ତି। ପୂର୍ବଭାଦ୍ର ନକ୍ଷତ୍ରର ଅଭିଳଷିତ କାମରେ ଉନ୍ନତି ପରିଲକ୍ଷିତ ହୋଇପାରେ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?