Posted inRasifala

ରାଶିଫଳ: ରବିବାର, ଜୁଲାଇ ୫ ତାରିଖ – Daily Horoscope

ମେଷ
ଆଜି ଭାଗ୍ୟସ୍ଥାନରେ ଗୁରୁଚାନ୍ଦ୍ରୀ ଯୋଗ ସୃଷ୍ଟି ହୋଇଥିବାରୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଶାରୀରିକ ସୁସ୍ଥତା ସଙ୍ଗକୁ ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁଁ ମନ ଖୁସି ରହିବ। ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ।
ବୃଷ
ବୃଷ
ଆଶା କରୁଥିବା ଦିଗରୁ ଅର୍ଥ ପାଇ ଖୁସି ହେବେ ଓ କାମଗୁଡିକ ସହଜରେ ସମ୍ପନ୍ନ ହୋଇଯିବ। ନୂତନ କର୍ମାରମ୍ଭରେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ପ୍ରଶାସନିକ ସ୍ତରରେ, ସଭାସମିତି, ରାଜନୀତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ କ୍ଷେତ୍ରରେ ସଫଳତା ପାଇବାରେ ଅସୁବିଧା ହେବନାହିଁ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ,ଏଣୁ ସାବଧାନତା ଆବଶ୍ୟକ। ଲେଖା ପଢାରେ, ଆଲୋଚନା ତଥା ଚୁକ୍ତିପତ୍ର ସମ୍ପାଦନାରେ ସଫଳତା ହାସଲ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା ଓ ମାଙ୍ଗଳିକ କାମରେ ସହଯୋଗ କରି ଖୁସି ରହିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରର ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତା କରି ମନରେ ସରସତା ରହିବ ନାହିଁ। ଈର୍ଷାପରାୟଣ ମନୋଭାବ ପୋଷଣ କରି ନିକଟସ୍ଥ ବ୍ୟକ୍ତି ବିଶେଷ ମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ।
କନ୍ୟା
ଆର୍ଥିକ ସମସ୍ୟା ବୃଦ୍ଧି ପାଇବା କାରଣରୁ କୌଣସି କାମରେ ଉତ୍ସାହିତ ହୋଇପାରିବେ ନାହିଁ। ପାରିବାରିିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଯୋଗୁଁ ମାନସିକ ସନ୍ତୁଳନ ହରାଇପାରନ୍ତି। ଅନୁଭବ କରିବେ। ପରକଥାରେ ପଡି ଭୁଲ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡିପାରେ।
ତୁଳା
ତୁଳା
ଆଜି ଯାହା କରିବା କଥା ବାରମ୍ବାର ଚିନ୍ତା କରିବା ପରେ ପଦକ୍ଷେପ ନେବା ଭଲ ହେବ। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି। ବନ୍ଧୁଟି ପ୍ରତି ସତର୍କ ରହନ୍ତୁ, ନତୁବା ଅସୁବିଧାରେ ପଡିପାରନ୍ତି। ଶିଳ୍ପ,ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ବିଛା
ବିଛା
ପାରିବାରିକ ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ, କିନ୍ତୁ କୌଣସି ଅସୁବିଧା ହେବ ନାହିଁ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରିପାରନ୍ତି। କ୍ରୀଡା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
କଠୋର ବାକ୍ୟାଳାପ କାରଣରୁ ପରିବାରରେ ନିଜ ନିଜ ମଧ୍ୟରେ ସାମୟିକ କଳହ ଦେଖାଦେଇପାରେ। ରାଜନୀତିରେ, ରଚନାମତ୍କ କାମରେ, କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ଆପୋଷ ସମାଧାନ ଘଟିବ। ମନ ଖୁସୀ ହୋଇଯିବ।
ମକର
ମକର

ଆଜିର ଯାତ୍ରା ଫଳପ୍ରଦ ହେବ ଏବଂ ବନ୍ଧୁମିଳନ ଜନିତ ସାମୟିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ଶ୍ରବଣା ନକ୍ଷତ୍ରର ପାରିବାରିକ ଅଶାନ୍ତି ଲାଗି ରହିବା କାରଣରୁ ମାନସିକ ସ୍ବାସ୍ଥ୍ୟ ବିଶେଷ ଭଲ ରହି ନ ପାରେ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ସରକାରୀ ସ୍ତରରୁ ସୁବିଧା ସୁଯୋଗ ପାଇ କାମ ହାସଲ କରିବେ।

କୁମ୍ଭ
କୁମ୍ଭ
ଆଜିର କାମଗୁଡିକ ସମ୍ପନ୍ନ ହେବାରେ ବହୁତ ବାଧା,ବିଘ୍ନର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଦୀର୍ଘ ଦିନରୁ ପଡି ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।
ମୀନମୀନ

ଆଜି ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ଭାବରେ ସଫଳତା ପାଇ ପାରିବେ। ଅର୍ଥ ସମ୍ପର୍କକୁ ନେଇ କୌଣସି ବନ୍ଧୁଙ୍କ ସହ ବିବାଦଗ୍ରସ୍ଥ ହେବେ ଓ ତିକ୍ତତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଜିଦ୍‌ଖୋର କାରଣରୁ ହଇରାଣ ହୋଇପାରନ୍ତି। ଯାତ୍ରା,ବାଣିଜ୍ୟ, ନୂତନ ବନ୍ଧୁତା କ୍ଷେତ୍ରରେ ସଫଳତାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri