Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୧୫ ତାରିଖ – Daily Horoscope

ମେଷ
କୃତ୍ତିକା ନକ୍ଷତ୍ରର ଅତି ନିକଟରେ ରହୁ ନ ଥିବା ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ହେବେ। ଅବଶ୍ୟ କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ନିଜ ଲୋକମାନେ ଅସୁବିଧାରେ ପକାଇପାରନ୍ତି। ପାରିବାରିିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶୃଙ୍ଖଳିତ ହେବ।
ବୃଷ
ବୃଷ
ଆର୍ଥିକ ସମସ୍ୟା କେତେକ ପାରିବାରିକ ଆବଶ୍ୟକତାକୁ ଅଟକାଇ ଦେଇପାରେ। ନିର୍ମାଣ,ବ୍ୟବସାୟ, ସାମ୍ବାଦିକତା ପ୍ରଭୃତିରେ ଉନ୍ନତି କରିବେ। କୌଣସି ବନ୍ଧୁ ସାହାଯ୍ୟ କରିବାକୁ ଅନୁରୋଧ କରିପାରନ୍ତି। ରୋହିଣୀ ନକ୍ଷତ୍ର କର୍ମକ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟରୁ ଉପକୃତ ହେବେ।
ମିଥୁନ
ମିଥୁନ
ଅର୍ଥ ଲାଭ କାରଣରୁ ମନ ଭଲ ରହିବ ଓ କାମ ଗୁଡିକ ମଧ୍ୟ ଶୃଙ୍ଖଳିତ ହୋଇଯିବ। ଆର୍ଦ୍ରା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ଲାଗିରହିବା କାରଣରୁ ମନରେ ସରସତା ରହିବ ନାହିଁ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଉପରିସ୍ଥ ପଦାଧିକାରୀଙ୍କ ନିର୍ଦ୍ଦେଶରେ ଦୂରଯାତ୍ରାର ସୁଯୋଗ ପାଇବେ। ପୁଷ୍ୟା ନକ୍ଷତ୍ରର ବାଣିଜ୍ୟ, ବ୍ୟବସାୟ, ଆନୁଷ୍ଠାନିକ କାର୍ଯ୍ୟରୁ ସଫଳତା ମିଳିବ।
ସି˚ହ
ସି˚ହ
ପୂର୍ବାଫାଲଗୁନୀ ନକ୍ଷତ୍ର ମନକଥା ମନରେ ଗୋପନ ରଖି ପିଠି ଥାପୁଡ଼େଇ କାମ ହାସଲ କରିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟରେ ଆଖିଦୃଷ୍ଟିଆ ସଫଳତା ହାସଲ କରିପାରିବେ ନାହିଁ। ବନ୍ଧୁଗହଣରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ।
କନ୍ୟା
ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ନିଜ ଲୋକମାନଙ୍କ ଦ୍ୱାରା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଆତ୍ମୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଲେଖାପଢା କ୍ଷେତ୍ରରୁ ଶୁଭଫଳ ପାଇବେ କିନ୍ତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ତରବର ହୋଇ କିଛି କାମ କରନ୍ତୁ ନାହିଁ, ଯାହା କି କାମକୁ ବିଗାଡି ଦେଇପାରେ। ବନ୍ଧୁ ମାନଙ୍କୁ ଉପଯୁକ୍ତ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବିଶାଖା ନକ୍ଷତ୍ର ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ପରିବାରରେ ଭାଇଙ୍କ କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇପାରନ୍ତି।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ଅନ୍ୟମାନଙ୍କୁ ସନ୍ତୁଷ୍ଟ କରିପାରିବେ। ପ୍ରିୟ ବନ୍ଧୁଙ୍କ ଜରିଆରେ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପଡୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଅନୁରାଧା ନକ୍ଷତ୍ରର ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରା ସମୟରେ ସତର୍କତା ଅଭାବରୁ ଧନ ହାନି ଘଟି ପାରେ। କଠିନଶ୍ରମ କାରଣରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ। ମୂଳା ନକ୍ଷତ୍ର ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ।
ମକର
ମକର

ଉତ୍ତରାଷାଢା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମଧ୍ୟ ଦେଇ ଗତି କରିବେ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଅର୍ଥ ସଂକଟ, ମାଲିମକଦ୍ଦମା, ପରୋକ୍ଷ ଶତ୍ରୁତା ଚିନ୍ତାର କାରଣ ହୋଇପାରେ।

କୁମ୍ଭ
କୁମ୍ଭ
ସ୍ବାର୍ଥହାସଲ ଅଭାବରୁ ନିଜ ଲୋକଟି ହଠାତ୍‌ ଶତ୍ରୁତା କରିବାକୁ ପଛାଇବ ନାହିଁ। ଶତଭିଷା ନକ୍ଷତ୍ର ସକାଶେ ବନ୍ଧୁଙ୍କ ନିକଟରୁ ପ୍ରାପ୍ୟଧନରେ ବାଧା ସୃଷ୍ଟି ହେବ। ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି।
ମୀନମୀନ

ଗତକାଲିର ଅସମ୍ପୂର୍ଣ୍ଣ କାମକୁ ଆଜି ପୂର୍ଣ୍ଣାଙ୍ଗ କରିପାରିବାରେ ସମର୍ଥ ହେବେ। ଦେହ ଭଲ ରହିବ ମାତ୍ର ଶ୍ରମଜନିତ କ୍ଳାନ୍ତିବୋଧ କରିବେ। ରେବତୀ ନକ୍ଷତ୍ରର ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯାଇପାରେ। ଧର୍ମକାର୍ଯ୍ୟରେ ବ୍ୟୟ ବରାଦ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri