ଦୈନିକ ସଂକ୍ରମଣ ୫୦୧…

ନୂଆଦିଲ୍ଲୀ, ୧୬।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଦୈନିକ ସଂକ୍ରମଣ ୬ ଶହ ତଳେ ରହିଛି। ଏହା ୫୦୧ ରହିଛି। ଗୋଟିଏ ଦିନ ତଳେ ଏହା ୪୭୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୭ ହଜାର ୫୬୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୭ ହଜାର ୯୧୮ ଥିଲା। ସେହିପରି ୨୪ ଘଣ୍ଟାରେ ୮୫୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୮୦୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୫୩୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୬୭ ହଜାର ୮୯୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୨୮ ହଜାର ୫୮୦ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri