୧୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର ୧୮୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୮୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୭ ହଜାର ୨୮୬ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୪୦ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୭୭ ହଜାର ୩୨ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୭୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୬୪ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୨ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୯ ହଜାର ୫୨୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୪୧ କୋଟି ୧ ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୨ ଲକ୍ଷ ୨୩ ହଜାର ୨୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ ଭିଡ଼ ଏବଂ ମାର୍ଗଦର୍ଶିକା ପାଳନ ନ କରୁଥିବା ଲୋକଙ୍କ ନେଲ ସରକାର ବେଶ୍‌ ଚିନ୍ତିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଉତ୍ସବ ସାରି ଫେରୁଥିଲେ, ଘାଟିରୁ ଖସି ପଡ଼ିଲା କାର୍‌: ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ଶ୍ରୀନଗର,୨୫।୭: ଜମ୍ମୁ-କଶ୍ମୀର ରାମବାନ ଜିଲା ରାମସୁ ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୧ ହଜାର ମିଟର ଉଚ୍ଚ ଘାଟିରୁ ଏକ କାର୍‌ ଖସିପଡ଼ିବାରୁ...

ପ୍ରବାସୀ ଜାଣିପାରିବେ ନିଜ ଅଞ୍ଚଳର କ୍ୱାରାଣ୍ଟାଇନ ସେଣ୍ଟର ସମ୍ପର୍କିତ ତଥ୍ୟ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନାର ସଠିକ୍‌ ତଥ୍ୟ ଓ ପରିଚାଳନା ପାଇଁ ଓଡିଶା ସ୍ପେଶ ଆପ୍ଲିକେସନସ୍‌ ସେଣ୍ଟର ତରଫରୁ ଏକ ଭୌଗୋଳିକ ତଥ୍ୟ ବ୍ୟବସ୍ଥା ଜିଆଇଏସ୍‌ ପ୍ରସ୍ତୁତ କରିଛି।...

ଦେଶରେ କମୁଛି ମୁସଲମାନଙ୍କ ସଂଖ୍ୟା, ପ୍ରଜନନ ହାର ୨.୩ ପ୍ରତିଶତ…

ନୂଆଦିଲ୍ଲୀ, ୬।୬ : ଦେଶରେ ମୁସଲମାନଙ୍କର ସଂଖ୍ୟା ଗତ ୨୦ ବର୍ଷ ମଧ୍ୟରେ କମିବାରେ ଲାଗିଛି। ସେମାନଙ୍କର ପ୍ରଜନନ ହାରରେ ବନ ଧରଣର ହ୍ରାସ ଦୃଷ୍ଟି...

ପ୍ରଶାନ୍ତ କିଶୋରଙ୍କୁ ଆପଣାଇଲେ ଅମରିନ୍ଦର

ଚଣ୍ଡିଗଡ଼, ୨।୩: ଆସନ୍ତା ବର୍ଷ ପଞ୍ଜାବ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପୁଣି ଥରେ ରାଜନୈତିକ ରଣନୀତିକାର ପ୍ରଶାନ୍ତ କିଶୋରଙ୍କୁ ପ୍ରମୁଖ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧,୨୫୫ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୨୫ ହଜାର ଟପିଲା

ଭୁବନେଶ୍ୱର,୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୧,୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୪୮୫ ଗଞ୍ଜାମ ଜିଲାର ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୧୨୫, ସୁନ୍ଦରଗଡ଼ରୁ ୧୨୨,...

ରାଜସ୍ଥାନରେ ପୁଣି ଫୁଟିବ ପଦ୍ମ: ଶାହା

ଜୟପୁର,୫।୧୨: କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ରାଜସ୍ଥାନ ଗସ୍ତରେ ଅଛନ୍ତି। ରବିବାର ସେ ଜୟପୁରରେ ଭାଜପା କର୍ମୀଙ୍କୁ ସମ୍ବୋଧିତ କରିଥିଲେ। ସେ...

ଭୁବନେଶ୍ୱରର ଏହି ବିଧାୟକଙ୍କୁ କରୋନା: ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ପରୀକ୍ଷା କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୧।୯(ବ୍ୟୁରୋ): ଭୁବନେଶ୍ୱର(ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତଙ୍କୁ କରୋନା। ସଂକ୍ରମିତ ହେବା ନେଇ ଚିହ୍ନଟ ହେବା ପରେ ସେ ହୋମ୍‌ ଆଇସୋଲେଶନରେ ଅଛନ୍ତି। ଏବେ ତାଙ୍କ...

ଆଇପିଏଲ୍‌ ମିଡିଆ ରାଇଟ୍ସ , ୨୦୨୩ ରୁ ୨୦୨୭ ପ୍ରର୍ଯ୍ୟନ୍ତ ପ୍ରସାରଣ ଅଧିକାର, ଦୌଡ଼ରେ ବଡ଼ କମ୍ପାନୀ…

କୋଲକାତା, ୫।୪ : ବର୍ତ୍ତମାନ ଭାରତରେ କ୍ରିକେଟର ଆଇପିଏଲ ଉତ୍ସବ ଚାଲିଛି। ଏହି ସମୟରେ, କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ମଧ୍ୟ ଆଇପିଏଲ ମିଡିଆ...

Advertisement
Archives

Model This Week