ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଜୁଲାଇ ୧୨ରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୪୪୩ ଥିଲା। ତେବେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୮ ହଜାର ୭୯୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୬୨୪ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୪୧ହଜାର ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ବଢ଼ିବାରେ ଲାଗିଛି। ଏହା ୯୭.୨୮ ପ୍ରତିଶତ ଛୁଇଁଛି। ଅପରପକ୍ଷରେ ୪ ଲକ୍ଷ ୨୯ ହଜାର ୯୪୬ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୧୧ ହଜାର ୪୦୮ ଛୁଇଁଛି। ବର୍ତ୍ତମାନ ସୁଦ୍ଧା ୩୮ କୋଟି ୭୬ ଲକ୍ଷ ୯୭ ହଜାର ୯୩୫ଜଣ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ଇତିମଧ୍ୟରେ ୪୩ କୋଟି ୫୯ ଲକ୍ଷ ୭୩ ହଜାର ୬୩୯ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧ ଲକ୍ଷ ୪ ହଜାର ୭୨୦ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ଅପରପକ୍ଷରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୯ ଲକ୍ଷ ୪୬ ହଜାର ୭୪ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri