ପୁଣି ବଢ଼ିଲା ଦୈନିକ ସଂକ୍ରମଣ …

ନୂଆଦିଲ୍ଲୀ, ୬।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ହଜାରେ ତଳେ ରହିବା ପରେ ପୁଣି ବଢ଼ିଛି। ଏହା ହଜାରେ ୮୬ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୭୧ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି। ଏହା ୧୧ ହଜାର ୮୭୧ ରହିଛି। ସେହିପରି ୨୪ ଘଣ୍ଟାରେ ୧ ହଜାର ୧୯୮ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୪୮୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୩୦ ହଜାର ୯୨୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୯୭ ହଜାର ୫୬୭ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୫ କୋଟିରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୩୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୯ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୩୫୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମିଜୋରାମ୍‌ରେ ୧୪୯, ମହାରାଷ୍ଟ୍ରରେ ୧୩୬ ଜଣ ଏବଂ ଦିଲ୍ଲୀରେ ୧୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରବିବାରଠାରୁ ରାଜଧାନୀ, କଟକର ସମସ୍ତ ପାର୍କ ବନ୍ଦ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜଧାନୀ ସମେତ କଟକର ସମସ୍ତ ପାର୍କ ବନ୍ଦ ରହିବ। ସରକାରୀ ଓ ଘରୋଇ ମାଲିକାନାରେ ଥିବା ସମସ୍ତ ପାର୍କ ରବିବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ...

ମୋଦିଙ୍କ ଦାଢ଼ି ବଢୁଛି, ଦେଶର ଜିଡ଼ିପି କମୁଛି: ଶଶି ଥରୁର୍‌

ନୂଆଦିଲ୍ଲୀ,୩।୩: କଂଗ୍ରେସ ପକ୍ଷରୁ ଶଶି ଥରୁର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାଗେର୍ଟ କରି ଟୁଇଟରରେ ଏକ ରୋଚକ ଗ୍ରାଫିକ୍ସ୍‌ ଅପଲୋଡ୍‌ କରିଛନ୍ତି। ସେ ମୋଦିଙ୍କ ଦାଢ଼ିକୁ...

ରାଷ୍ଟ୍ରପତି ନିର୍ବାଚନ ପାଇଁ ବିପକ୍ଷ ଦଳ ସହ ଆଲୋଚନ କରିବ ଭାଜପା

ନୂଆଦିଲ୍ଲୀ,୧୨।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ଭାଜପା ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଛି। ଉପଯୁକ୍ତ ରାଷ୍ଟ୍ରପତି ପ୍ରାର୍ଥୀ ଚୟନ ପାଇଁ ଭାଜପା ଏନଡିଏ ସହଯୋଗୀମାନଙ୍କ ସହ...

କିଛିଦିନ ପାଇଁ ହସ୍ପିଟାଲରେ ରହିବେ ଟ୍ରମ୍ପ

ୱାଶିଂଟନ,୩ ।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସହଧର୍ମିଣୀ ତଥା ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ କରୋନାରେ ଆକ୍ରାନ୍ତ ହେବା ପରେ...

ଗ୍ୟାସ୍‌ ଫାଟି ବିଧାୟକ ଏବଂ ତାଙ୍କ ସ୍ତ୍ରୀ ଗୁରୁତର

ପାଟନା, ୨୮।୫: ରୋଷେଇ ଗ୍ୟାସ୍‌ ଫାଟି ବିହାରର ଜଣେ ବିଧାୟକ ଏବଂ ତାଙ୍କ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ଦୁହିଁଙ୍କୁ ପାଟନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।...

ଋତୁସ୍ରାବ ସମୟରେ ମହିଳାମାନେ ନେଇପାରିବେ କି କରୋନା ଟିକା: ଜାଣନ୍ତୁ କ’ଣ କହିଲେ ସରକାର

ନୂଆଦିଲ୍ଲୀ,୨୫।୪: କରୋନାର ପ୍ରଥମ ଲହର ଅପେକ୍ଷା ଦ୍ବିତୀୟ ଲହରରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଟିକାକରଣ କାର୍ଯ୍ୟକ୍ରମରୁ ଜୋରଦାର...

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ଦାଉଦ-ଛୋଟା ଶକିଲଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ…

ନୂଆଦିଲ୍ଲୀ,୫।୧୧ : ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଅଣ୍ଡର ଓ୍ବାଲର୍‌ଡ ଡନ୍‌ ଦାଉଦ ଇବ୍ରାହିମ ଏବଂ ଛୋଟା ଶକିଲଙ୍କ ସମେତ ୩ ଅନ୍ୟ ଆତଙ୍କବାଦୀଙ୍କ ବିରୋଧରେ...

ରାଜଧାନୀର ୫ ଅଞ୍ଚଳ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷିତ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଦୀର୍ଘଦିନର ବ୍ୟବଧାନ ପରେ ପୁଣି ଥରେ ରାଜ୍ୟରେ ସଂକ୍ରମଣ ହଜାରେ ଟପିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଦିନକରେ ୧୨୧୬ କରୋନା ଆକ୍ରାନ୍ତ ଚିହ୍ନଟ...

Advertisement
Archives

Model This Week