ଦୈନିକ ସଂକ୍ରମଣ ୪ ଶହ ତଳେ…

ନୂଆଦିଲ୍ଲୀ, ୨୬।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୬ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି। ଦୈନିକ ସଂକ୍ରମଣ ୪ ଶହ ତଳେ ରହିଛି। ଏହା ୩୮୮ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା କମି ୫ ହଜାର ୩୯୫ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୫୦୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୦୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୧ ହଜାର ୨୧୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୫ ହଜାର ୨୧୬ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ଚାଲିଗଲା ୬ ଜୀବନ

ଚେନ୍ନାଇ,୨୭।୧୦: ତାମିଲନାଡୁର କଲ୍ଲାକୁରିଚି ଜିଲାର ଶଙ୍କରପୁରମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବାଣ ହୋଲସେଲରେ ଦୋକାନରେ ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ...

ଟୁଥ୍‌ପିକ୍‌ରେ ଭୋଟିଂ, ପିପିଇ କିଟ୍‌ରେ ପୋଲିଂ ଅଫିସର: ଏଭଳି ହୋଇପାରେ ବିହାର ବିଧାନସଭା ନିର୍ବାଚନ

ପାଟନା,୨୪।୭: କରୋନା ଭାଇରସ୍‌ ସଂକ୍ରମଣ ସଙ୍କଟ ମଧ୍ୟରେ ବିଧାନସଭା ନିର୍ବାଚନ ଠିକ୍‌ ସମୟରେ କରିବାକୁ ନେଇ ନିର୍ବାଚନ ଆୟୋଗର ମନ୍ଥନ ଜାରି ରହିଛି। ଏଭଳି ସ୍ଥିତିରେ...

ଏସ୍‌ସି, ଏସ୍‌ଟି ଆଇନ: ବିନା ତଦନ୍ତରେ ଦାଏର ହୋଇପାରିବ ଏଫ୍‌ଆଇଆର୍‌; ରାୟ ପ୍ରତ୍ୟାହାର କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨ା୧୦(ପି.ଟି.): ତଫସିଲଭୁକ୍ତ ଜାତି (ଏସ୍‌ସି) ଏବଂ ତଫସିଲଭୁକ୍ତ ଉପଜାତି (ଏସ୍‌ଟି) ଆଇନ ସମ୍ପର୍କିତ ରାୟ ଦେବାର ଦେଢ଼ବର୍ଷ ପରେ ସୁପ୍ରିମକୋର୍ଟ ଏହାକୁ ଆଂଶିକ ଭାବେ ପ୍ରତ୍ୟାହାର...

ଆସାମରେ ୪ର୍ଥ ମଦ୍ରାସା ଭଙ୍ଗାଗଲା

ଗୁଆହାଟୀ,୭।୯: ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହୃତ ହେଉଥିବା ଅଭିଯୋଗରେ ଆସାମ ଗୋଆଲପରା ଜିଲାର ଏକ ମଦ୍ରାସାକୁ ସ୍ଥାନୀୟ ଲୋକେ ଭାଙ୍ଗିଦେଇଛନ୍ତି। ଅଲ୍‌ କାଏଦା ସ୍ବୀକୃତିପ୍ରାପ୍ତ ସଂଗଠନର...

୭୭.୮ ପ୍ରତିଶତ ପ୍ରଭାବଶାଳୀ କୋଭାକ୍ସିନ୍‌

ନୂଆଦିଲ୍ଲୀ,୨୨।୬: ଭାରତୀୟ ସ୍ବଦେଶୀ ଟିକା କୋଭାକ୍ସିନ୍‌ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ସମୀକ୍ଷା ବୈଠକର ତଥ୍ୟ ସାମ୍ନାକୁ ଆସିଛି। ଏହି ସମୀକ୍ଷା ବୈଠକରେ ପ୍ରକାଶ ପାଇଛି ଯେ,...

୫ ରାଜ୍ୟରେ ସ୍ଥିତି ସଙ୍କଟ ଜନକ …

ନୂଆଦିଲ୍ଲୀ, ୧୯।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ପୁଲଓ୍ବାମାରେ ପୁଣି ଥରେ ପଡ଼ିଲା ରକ୍ତ ଛିଟା

ଶ୍ରୀନଗର,୬।୬ : ପୁଣି ଥରେ ପୁଲଓ୍ବାମାରେ ପଡ଼ିଛି ରକ୍ତ ଛିଟା। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗ୍ରେନେଡ୍‌ ବିସ୍ଫୋରଣ ଘଟିଛି। ଘଟଣାରେ ଅତିକମ୍‌ରେ ୮ ଜଣ ଆହତ...

ଭବାନୀପୁରରେ ନିରପେକ୍ଷ ମତଦାନ ସମ୍ଭବ ନୁହେଁ

କୋଲାକାତା,୨୭।୯: ଭବାନୀପୁରରେ ଏବେ ଯେଉଁ ଭଳି ସ୍ଥିତି, ସେଠାରେ ନିରପେକ୍ଷ ମତଦାନ ସମ୍ଭବ ନୁହେଁ। ଏଣୁ ଭବାନୀପୁର ଉପ ନିର୍ବାଚନକୁ ବାତିଲ କରାଯାଉ। ନିର୍ବାଚନ କମିଶନ(ଇସି)ଙ୍କ...

Advertisement
Archives

Model This Week